Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୨ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି

May 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୨ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା, ବୌଦ୍ଧ, କଳାହାଣ୍ଡି, ନୂଆପଡା, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗଜପତି, ରୟାଗଡା, କୋରାପୁଟ ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ବଲାଙ୍ଗୀରି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୩୩ ହଜାର ୩୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨୬ ହଜାର ୩୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୪ ହଜାର ୫୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁକ୍ତ ଦୁଇ ରେଜଲ୍ଟ : ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

May 20, 2026

୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

May 20, 2026

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026
Latest News

ଯୁକ୍ତ ଦୁଇ ରେଜଲ୍ଟ : ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

May 20, 2026

୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

May 20, 2026

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026

ପୁରା ଗାଁ ମିଶି ମାରିଦେଲେ : ଯୁବକଙ୍କୁ ପିଟିପିଟି ହତ୍ୟା

May 20, 2026

ବେଆଇନ ପଥର ଖଣିରେ ରେଡ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.