Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୨୪୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୨୪୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୨୪୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୧୮, ସୁନ୍ଦରଗଡରୁ ୯୪୩, କଟକରୁ ୮୮୭, ପୁରୀରୁ ୭୦୭, ସମ୍ବଲପୁରରୁ ୬୪୧, କଳାହାଣ୍ଡିରୁ ୪୬୫, ବରଗଡରୁ ୪୪୮, ଅନୁଗୁଳରୁ ୪୩୮, ଝାରସୁଗୁଡାରୁ ୩୩୧, ବାଲେଶ୍ବରରୁ ୩୦୧, ନବରଙ୍ଗପୁରରୁ ୨୯୧, ବଲାଙ୍ଗୀରିରୁ ୨୭୩, ନୟାଗଡରୁ ୨୫୪, ଯାଜପୁରରୁ ୨୨୨, ନୂଆପଡାରୁ ୨୧୪, ମୟୂରଭଞ୍ଜରୁ ୨୦୭, ଗଞ୍ଜାମରୁ ୧୯୫, ସୋନପୁରରୁ ୧୭୯, କେନ୍ଦୁଝରରୁ ୧୭୭, ଢେଙ୍କାନାଳରୁ ୧୬୭, କେନ୍ଦ୍ରାପଡାରୁ ୧୫୮, ଜଗତସିଂହପୁରରୁ ୧୩୭,

ଦେବଗଡରୁ ୧୩୬, ରାୟଗଡାରୁ ୧୩୬, କୋରାପୁଟରୁ ୧୨୨, ଗଜପତିରୁ ୧୧୬, ବୌଦ୍ଧରୁ ୧୧୩, ଭଦ୍ରକରୁ ୧୦୦, କନ୍ଧମାଳରୁ ୧୦୦, ମାଲକାନାଗିରିରୁ ୯୪ ଏବଂ ଷ୍ଟେଟ ପୁଲରୁ ୨୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୫ ଲକ୍ଷ ୩୬ ହଜାର ୫୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୩୩ ହଜାର ୩୦୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୨୬ ହଜାର ୩୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪ ହଜାର ୨୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି ହୋଇଛି।

ଓଡିଶା ଖୋର୍ଦ୍ଧା ସୁସ୍ଥ ହେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026
Latest News

ବିପଦରେ ଦେଶର ପରମାଣୁ ସୁରକ୍ଷା!: ଲିକ୍ ହେଲା ସର୍ବବୃହତ ପରମାଣୁ ଶକ୍ତି କେନ୍ଦ୍ରରୁ ତଥ୍ୟ

July 15, 2026

ଗୁଳିକାଣ୍ଡ ଘଟଣା: ଗିରଫ ହେଲେ ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ

July 15, 2026

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.