Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂକ୍ରମଣକୁ ରୋକିବା ଲାଗି ପୂର୍ବତଟ ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା
ଆଜିର ଖବର

ସଂକ୍ରମଣକୁ ରୋକିବା ଲାଗି ପୂର୍ବତଟ ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା

May 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କମ୍ ଯାତ୍ରୀ ଓ କରୋନା ସଂକ୍ରମଣ ରୋକିବାକୁ ପୂର୍ବତଟ ରେଳ ବିଭାଗ ବଡ଼ ପଦକ୍ଷେପ ନେଇଛି। ମେ’ ୩୧ ଯାଏଁ ବନ୍ଦ ରହିବ ୫ ଯୋଡ଼ା ମେମୁ/ପାସେଞ୍ଜର ଟ୍ରେନ ସେବା। ଭୁବନେଶ୍ୱର-କେନ୍ଦୁଝରଗଡ଼, ଭୁବନେଶ୍ୱର-ଭଦ୍ରକ ଟ୍ରେନ ଉଭୟ ପଟୁ ବାତିଲ ହୋଇଛି। ସେହିପରି କଟକ-ଭଦ୍ରକ, କଟକ-ପାରାଦୀପ ସ୍ପେଶାଲ ଟ୍ରେନ୍‌ ଉଭୟ ପଟୁ ବାତିଲ ହୋଇଛି। ୨୨, ୨୩, ୨୬, ୨୯ ଓ ୩୦ ତାରିଖରେ ୩ ଯୋଡ଼ା ମେମୁ ଟ୍ରେନ୍‌ ବାତିଲ ହୋଇଛି। ସେହିପରି ପୁରୀ-ଅନୁଗୋଳ, ପୁରୀ-କଟକ, ଭୁବନେଶ୍ୱର-ପଲାସା ଉଭୟ ପଟୁ ବାତିଲ୍‌ କରିଛି ପୂର୍ବତଟ ରେଳ ବିଭାଗ।

ପୂର୍ବରୁ ୪ ଯୋଡ଼ା ସ୍ପେଶାଲ ଟ୍ରେନ ସାମୟିକ ଭାବେ ବାତିଲ କରିଥିଲେ ପୂର୍ବତଟ ରେଲୱେ। ମେ’ ୮ରୁ ୨୨ ତାରିଖ ଯାଏଁ ଭୁବନେଶ୍ୱର-ଜଗଦଲପୁର ସ୍ପେଶାଲ ବାତିଲ କରାଯାଇଥିଲା। ସେହିପରି ଆସନ୍ତା ୯ରୁ ୨୩ ତାରିଖ ଯାଏଁ ଜଗଦଲପୁର-ଭୁବନେଶ୍ୱର ସ୍ପେଶାଲ ବାତିଲ୍‌, ୮ରୁ ୨୨ ତାରିଖ ଯାଏଁ କିରନ୍ଦୁଲ-ବିଶାଖାପାଟଣା ସ୍ପେଶାଲ ବାତିଲ୍ କରାଯାଇଥିଲା। ସେହିପରି ଗତ ୭ଠୁ ୩୦ ଯାଏଁ ତିରୁପତି-ବିଶାଖାପାଟଣା ସ୍ପେଶାଲ ଟ୍ରେନ ବାତିଲ୍‌ କରାଯାଇଥିଲା। ଗତ ୮ରୁ ୩୧ ତାରିଖ ଯାଏଁ ବିଶାଖାପାଟଣା-ତିରୁପତି ସ୍ପେଶାଲ ଟ୍ରେନ୍‌, ୮ରୁ ୨୯ ଯାଏଁ ସିକନ୍ଦରାବାଦ-ବିଶାଖାପାଟଣା ସ୍ପେଶାଲ ଟ୍ରେନ୍‌ ଓ ୯ରୁ ୩୦ ତାରିଖ ଯାଏଁ ବିଶାଖାପାଟଣା-ସିକନ୍ଦରାବାଦ ସ୍ପେଶାଲ ଟ୍ରେନ୍‌ ବାତିଲ୍ କରାଯାଇଛି

କରୋନା ସଂକ୍ରମଣ ଟ୍ରେନ ସେବା ପୂର୍ବତଟ ରେଳ ବିଭାଗ ବାତିଲ ମେମୁ
Share. Facebook Twitter LinkedIn Email WhatsApp Copy Link

Related Posts

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026
Latest News

“ହୁମାୟୁନ୍ କବୀରଙ୍କ ସହିତ ବିଜେପି ର ୧ ହଜାର କୋଟିର ଡିଲ୍”: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 9, 2026

୧୫,୦୦୦ ଟନ୍ ଏଲପିଜି ନେଇ ମୁମ୍ବାଇରେ ପହଞ୍ଚିଲା ଭାରତୀୟ ଜାହାଜ “ଗ୍ରୀନ୍ ଆଶା”

April 9, 2026

IPL 2026: କାହା ପାଖରେ ଅରେଞ୍ଜ ଏବଂ ପର୍ପଲ କ୍ୟାପ୍?

April 9, 2026

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.