Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୧ ହଜାର ୯୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୧ ହଜାର ୯୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 19, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୧ ହଜାର ୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୨୧୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୮୮୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୪ ହଜାର ୪୦୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୩୬ ହଜାର ୫୯୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୫ ହଜାର ୩୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୩୫୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୧ ହଜାର ୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୬୦ ଜଣ, ଅନୁଗୁଳ ଜିଲ୍ଲାରୁ ୫୫୨ ଜଣ, ବାଲେଶ୍ଵର ଜିଲ୍ଲାରୁ ୪୦୮ ଜଣ, ବରଗଡ ଜିଲ୍ଲାରୁ ୩୩୯ ଜଣ, ଭଦ୍ରକ ଜିଲ୍ଲାରୁ ୪୩୧, ବଲାଙ୍ଗୀରି ଜିଲ୍ଲାରୁ ୨୮୮, ବୌଦ୍ଧ ଜିଲ୍ଲାରୁ ୨୧୩, କଟକ ଜିଲ୍ଲାରୁ ୮୬୭, ଦେବଗଡ ଜିଲ୍ଲାରୁ ୧୦୭, ଢେଙ୍କାନାଳ ଜିଲ୍ଲାରୁ ୧୬୨ ଜଣ, ଗଜପତି ଜିଲ୍ଲାରୁ ୮୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୦୨ ଜଣ, ଯାଜପୁର ଜିଲ୍ଲାରୁ ୩୭୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୦୭ ଜଣ, କଳାହାଣ୍ଡିରୁ ୨୯୯ ଜଣ, କନ୍ଧମାଳ ଜିଲ୍ଲାରୁ ୮୮ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୫୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୫ ଜଣ, କୋରାପୁଟ ଜିଲ୍ଲାରୁ ୨୮୦ ଜଣ, ମାଲକାନାଗିରି ଜିଲ୍ଲାରୁ ୧୦୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୦୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୫୧ ଜଣ, ନୟାଗଡ ଜିଲ୍ଲାରୁ ୨୭୭ ଜଣ, ନୂଆପଡା ଜିଲ୍ଲାରୁ ୨୩୨ ଜଣ, ପୁରୀ ଜିଲ୍ଲାରୁ ୩୫୬ ଜଣ, ରାୟଗଡା ଜିଲ୍ଲାରୁ ୧୬୭୦ଜଣ, ସମ୍ବଲପୁର ଜିଲ୍ଲାରୁ ୫୪୭ ଜଣ, ସୋନପୁର ଜିଲ୍ଲାରୁ ୨୫୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୯୮୩ ଜଣ ଏବଂ ଷ୍ଟେଟ ପୁଲରୁ ୨୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆକ୍ରାନ୍ତ ଚିହ୍ନଟ ଓଡିଶା କରୋନା ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.