Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଚିହ୍ନଟ ହେଲେ 11 ହଜାର 4 ଶହ ନୂଆ କରୋନା ଆକ୍ରାନ୍ତ
ଆଜିର ଖବର

ରାଜ୍ୟରେ ଚିହ୍ନଟ ହେଲେ 11 ହଜାର 4 ଶହ ନୂଆ କରୋନା ଆକ୍ରାନ୍ତ

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ ରାଜ୍ୟରୁ ମୋଟ 11 ହଜାର 4 ଶହ 98 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲିର ରିପୋର୍ଟ ଅନୁସାରେ ଏହି ସଂଖ୍ୟା ଥିଲା 11 ହଜାର 99। ଅର୍ଥାତ ଆଜିର ରିପୋର୍ଟ ଅନୁସାରେ ଏହି ସଂଖ୍ୟା ପ୍ରାୟ 4 ଶହ ବୃଦ୍ଧି ପାଇଛି।  ତେବେ ଆଜିର ପଜେଟିଭି ମଧ୍ୟରୁ କ୍ବାରଣ୍ଟାଇନରେ 6 ହଜାର 4 ଶହ 39 ଥିବା ବେଳେ ସ୍ଥାନୀୟ ସଂକ୍ରାମଣ ସଂଖ୍ୟା ହେଲା 5 ହଜାର 59।

ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026
Latest News

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.