Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୫ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବଲାଙ୍ଗୀରି, ବୌଦ୍ଧ, ବରଗଡ, ବାଲେଶ୍ଵର, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏବ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୫୫ ହଜାର ୮୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୪୬ ହଜାର ୬୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୮୧୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ
Share. Facebook Twitter LinkedIn Email WhatsApp Copy Link

Related Posts

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Latest News

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026

ପ୍ରଖ୍ୟାତ ଘୋଡାନାଚ ଶିଳ୍ପୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.