Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କର ଜ୍ୟେଷ୍ଠ ପୁତ୍ରଙ୍କ ଦେହାନ୍ତ: ଗତକାଲି କନିଷ୍ଠ ପୁତ୍ରଙ୍କ ହୋଇଥିଲା ପରଲୋକ
ଆଜିର ଖବର

ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କର ଜ୍ୟେଷ୍ଠ ପୁତ୍ରଙ୍କ ଦେହାନ୍ତ: ଗତକାଲି କନିଷ୍ଠ ପୁତ୍ରଙ୍କ ହୋଇଥିଲା ପରଲୋକ

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ ସ୍ଥପତି ତଥା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ବଡ ପୁଅ ଯଶୋବନ୍ତ ମହାପାତ୍ରଙ୍କର ଆଜି ବିୟୋଗ ଘଟିଛି।

ଭୁବନେଶ୍ୱର ଏମ୍ସ ରେ ଚିକିତ୍ସାଧୀନ ଥିବା ଯଶୋବନ୍ତ ଅତ୍ୟନ୍ତ ସଙ୍କଟାପନ୍ନ ଅବସ୍ଥାରେ ଗତକାଲି ସମ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ସମ କୋଭିଡର ଡାକ୍ତର ଓ ନର୍ସ ମାନଙ୍କର ସମସ୍ତ ପ୍ରଚେଷ୍ଟା ଓ ନିରବଛିନ୍ନ ଚିକିତ୍ସା ସତ୍ତ୍ୱେ ତାଙ୍କର ଆଜି ଦିନ ୧ ଘଟିକାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ବୟସ ହୋଇଥିଲା।

ଗତକାଲି କୋଭିଡ ଆକ୍ରାନ୍ତ ଥିବା ତାଙ୍କ ସାନ ଭାଇ ତଥା କ୍ରିକେଟର ପ୍ରଶାନ୍ତ ମହାପାତ୍ରଙ୍କର ଏମ୍ସ ରେ ମୃତ୍ୟୁ ଘଟିଥିବା ବେଳେ ୧୨ ଦିନ ତଳେ ବାପା ରଘୁନାଥ ମହାପାତ୍ର ମଧ୍ୟ କରୋନା ସଂକ୍ରମଣ ଯୋଗୁଁ ମୃତ୍ୟୁ ବରଣ କରିଛନ୍ତି।

କୋଭିଡ ଆକ୍ରାନ୍ତ ପରଲୋକ ରଘୁନାଥ ମହାପାତ୍ର ସମ କୋଭିଡ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026

ଆଜି ଏପ୍ରିଲ ୧୩ ତାରିଖ ସୋମବାରରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ଭାଗ୍ୟଶାଳି

April 13, 2026

ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବୟାନ

April 12, 2026
Latest News

ପିଏମ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅଧୀନରେ ପରିବର୍ତ୍ତନଶୀଳ ସମ୍ପ୍ରସାରଣ କରୁଛି ଭାରତୀୟ ରେଳବାଇ

April 13, 2026

ହାଇୱା-ବସ୍ ଧକ୍କା, ଜଣେ ମୃତ, ୧୬ ଆହତ

April 13, 2026

ଆଜି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’ରେ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ

April 13, 2026

ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧନ କଲେ ଉପମୁଖ୍ୟମନ୍ତ୍ରୀ

April 13, 2026

ଆଜି ଏପ୍ରିଲ ୧୩ ତାରିଖ ସୋମବାରରେ ଏହି ପାଞ୍ଚଟି ରାଶିର ଲୋକେ ହେବେ ଭାଗ୍ୟଶାଳି

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.