Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ଆରଟିପିସିଆର (RT-PCR) ରିପୋର୍ଟ ବାଧ୍ୟତାମୂଳକ
ଆଜିର ଖବର

ମହାରାଷ୍ଟ୍ର ଟ୍ରେନ ଯାତ୍ରୀଙ୍କ ପାଇଁ ନେଗେଟିଭ ଆରଟିପିସିଆର (RT-PCR) ରିପୋର୍ଟ ବାଧ୍ୟତାମୂଳକ

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଯେ କୌଣସି ମାଧ୍ୟମରେ ମହାରାଷ୍ଟ୍ର ରାଜ୍ୟକୁ ପ୍ରବେଶ କରୁଥିବା ବ୍ୟକ୍ତିଙ୍କୁ ଏକ ନେଗେଟିଭ ଆରଟିପିସିଆର (RT-PCR) ପରୀକ୍ଷା ରିପୋର୍ଟ ବହନ କରିବାକୁ ପଡିବ। ମହାରାଷ୍ଟ୍ରରେ ପ୍ରବେଶ କରିବାର ସର୍ବାଧିକ 48 ଘଣ୍ଟା ମଧ୍ୟରେ ପରୀକ୍ଷା ହୋଇଥିବା ଆବଶ୍ୟକ। ଏ ନେଇ ମହାରାଷ୍ଟ୍ର ସରକାର ପଦକ୍ଷେପ ନେଇଥିବା ବେଳେ ରେଳ ବିଭାଗ ତାହାକୁ ଅନୁକରଣ କରି ପଦକ୍ଷେପ ଗ୍ରହଣ କରିଛି।

ସମ୍ବେଦନଶୀଳ ଅଞ୍ଚଳରୁ ଅର୍ଥାତ କେରଳ, ଗୋଆ, ରାଜସ୍ଥାନ, ଗୁଜୁରାଟ, ଦିଲ୍ଲୀ ଏବଂ ଏନସିଆର ଅଞ୍ଚଳ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶରୁ ଆସୁଥିବା ବ୍ୟକ୍ତିଙ୍କ ସହିତ ଭାରତର ଯେକୌଣସି ଅଞ୍ଚଳରୁ ମହାରାଷ୍ଟ୍ର ଆସୁଥିବା ଯାତ୍ରୀ ମାନଙ୍କ ପାଇଁ ଏପ୍ରିଲ ମାସ ୧୮ ତାରିଖ ଓ ମଇ ମାସ ପହିଲା ଆଦେଶନାମା ଅନୁଯାୟୀ ସମସ୍ତ ପ୍ରତିବନ୍ଧକ ପ୍ରଯୁଜ୍ୟ ହେବ।

ଦୂରଗାମୀ ଟ୍ରେନରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କୁ ପରାମର୍ଶ ଦିଆଯାଉଅଛି ଯେ ସେମାନେ ଯାତ୍ରା କରିବା ପୂର୍ବରୁ କୋଭିଡ ୧୯ ଯାତ୍ରା ଆଦେଶନାମା ଏବଂ ଉପଯୁକ୍ତ ଆଚରଣ ଅନୁସରଣ କରିବା ସହିତ ଅନ୍ୟମାନଙ୍କ ସୁରକ୍ଷା ପ୍ରତି ଧ୍ୟାନଦେବାକୁ ଅନୁରୋଧ କରାଯାଇଛି|

ପୂର୍ବତଟ ରେଲପଥ
Share. Facebook Twitter LinkedIn Email WhatsApp Copy Link

Related Posts

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

ମେଟା ସର୍ଭର ଡାଉନ୍: ଠପ୍ ହେଲା ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍

September 21, 2026

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.