Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଏସଡିପିଓଙ୍କ ବଡ ପଦକ୍ଷେପ: ବିବାହ କାର୍ଯ୍ୟ ଲାଗି ନିୟମରେ ହେଲା ପରିବର୍ତ୍ତନ
ଆଜିର ଖବର

ବାଲୁଗାଁ ଏସଡିପିଓଙ୍କ ବଡ ପଦକ୍ଷେପ: ବିବାହ କାର୍ଯ୍ୟ ଲାଗି ନିୟମରେ ହେଲା ପରିବର୍ତ୍ତନ

May 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଚିଲିକା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ପାଇଁ ଖୁସି ଖବର। ଆଜି ବିବାହ ପାଇଁ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ଗାଇଡ଼ଲାଇନକୁ କୋହଳ କରିଛନ୍ତି। ବିବାହ ପାଇଁ ପୂର୍ବରୁ ଆବେଦନକାରୀଙ୍କୁ ଏକ କୋର୍ଟ ଆଫିଡେଭିଟ ନିକଟସ୍ଥ ପୋଲିସ ଥାନାରେ ଦାଖଲ କରିବାକୁ ପଡୁଥିଲା। ତେବେ ଲକଡ଼ାଉନ ସମୟରେ ଜନସାଧାରଣମାନେ ଉକ୍ତ ଆଫିଡେଭିଟ ପାଇଁ ବହୁତ ହଇରାଣ ହରକତ ହେଉଥୁବାର ଦେଖିବାକୁ ମିଳୁଥିଲା।

ବର୍ତ୍ତମାନ ଗ୍ରୀଷ୍ମକାଳୀନ ଅବସର ଉପଲକ୍ଷେ ବାଣପୁର କୋର୍ଟ ବନ୍ଦ ରହିଥିବା ବେଳେ ଓକିଲ, ନୋଟାରୀ, କୋର୍ଟ ପେପର ପାଇଁ ଜନସାଧାରଣମାନେ ବହୁ ସମସ୍ୟାରେ ପଡୁଥିଲେ। ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଆଫିଡେଭିଟ ପ୍ରସ୍ତୁତ କରି ଥାନାରେ ଦାଖିଲ କରିବାରେ ଲୋକଙ୍କୁ ବହୁ ହଇରାଣ ହେବାକୁ ପଡୁଥିଲା।

ତେବେ ଏହି ସମସ୍ୟାକୁ ହୃଦୟଙ୍ଗମ କରିଛନ୍ତି ଏସଡ଼ିପିଓ ଶ୍ରୀ ବାରିକ। ଏହି ପରିପ୍ରେକ୍ଷୀରେ ଏବେଠାରୁ ଆବେଦନକାରୀଙ୍କୁ ବିବାହ ପାଇଁ ନିଜ ନିଜ ଥାନାରେ କେବଳ ଦରଖାସ୍ତ, ଆଧାର କାର୍ଡ ଏବଂ ବିବାହରେ ସାମିଲ ହେବାକୁ ଥିବା ବ୍ୟକ୍ତିବିଶେଷଙ୍କ ସୂଚୀ ଦାଖଲ କରିବାକୁ ପଡିବ। ଆଉ ଆଫିଡେଭିଟ ଦେବାକୁ ପଡିବ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।  ଏସଡ଼ିପିଓଙ୍କ ଏଭଳି ପଦକ୍ଷେପ ଯୋଗୁଁ ଜନସାଧାରଣମାନେ ବହୁ ଉପକୃତ ହେବେ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।

ଚିଲିକା ନିୟମରେ ପରିବର୍ତ୍ତନ ବଡ ପଦକ୍ଷେପ ବାଲୁଗାଁ ଏସଡ଼ିପିଓ ବିବାହ କାର୍ଯ୍ୟ ମାନସ ରଞ୍ଜନ ବାରିକ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.