Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୨ ହଜାର ୫୨୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୨ ହଜାର ୫୨୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୦୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୫୧୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୬୮ ହଜାର ୪୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୫୬ ହଜାର ୫୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୪୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୨ ହଜାର ୫୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୪୨ ଜଣ, ଅନୁଗୁଳ ଜିଲ୍ଲାରୁ ୯୩୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୧୦ ଜଣ, ବରଗଡ ଜିଲ୍ଲାରୁ ୩୧୫ ଜଣ, ଭଦ୍ରକ ଜିଲ୍ଲାରୁ ୧୭୭, ବଲାଙ୍ଗୀରି ଜିଲ୍ଲାରୁ ୨୯୬, ବୌଦ୍ଧ ଜିଲ୍ଲାରୁ ୩୬୫, କଟକ ଜିଲ୍ଲାରୁ ୧୦୮୪, ଦେବଗଡ ଜିଲ୍ଲାରୁ ୧୦୬, ଢେଙ୍କାନାଳ ଜିଲ୍ଲାରୁ ୧୩୨ ଜଣ, ଗଜପତି ଜିଲ୍ଲାରୁ ୫୩ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨୫ ଜଣ, ଯାଜପୁର ଜିଲ୍ଲାରୁ ୪୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୭୩ ଜଣ, କଳାହାଣ୍ଡିରୁ ୪୯୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୯୫ ଜଣ, କେନ୍ଦୁଝର ଜିଲ୍ଲାରୁ ୨୩୨ ଜଣ, କୋରାପୁଟ ଜିଲ୍ଲାରୁ ୨୩୩ ଜଣ, ମାଲକାନାଗିରି ଜିଲ୍ଲାରୁ ୭୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୪୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୩ ଜଣ, ନୟାଗଡ ଜିଲ୍ଲାରୁ ୩୧୫ ଜଣ, ନୂଆପଡା ଜିଲ୍ଲାରୁ ୧୨୯ ଜଣ, ପୁରୀ ଜିଲ୍ଲାରୁ ୫୬୮ ଜଣ, ରାୟଗଡା ଜିଲ୍ଲାରୁ ୩୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୪୦୦ ଜଣ, ସୋନପୁର ଜିଲ୍ଲାରୁ ୨୦୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୧୫ ଜଣ ଏବଂ ଷ୍ଟେଟ ପୁଲରୁ ୩୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.