Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୧୨ ହଜାର ୫୨୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୧୨ ହଜାର ୫୨୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୨ ହଜାର ୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୭୦୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୫୫୧୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୬୮ ହଜାର ୪୨୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୫୬ ହଜାର ୫୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୪୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୦୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୧୨ ହଜାର ୫୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୪୨ ଜଣ, ଅନୁଗୁଳ ଜିଲ୍ଲାରୁ ୯୩୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୫୧୦ ଜଣ, ବରଗଡ ଜିଲ୍ଲାରୁ ୩୧୫ ଜଣ, ଭଦ୍ରକ ଜିଲ୍ଲାରୁ ୧୭୭, ବଲାଙ୍ଗୀରି ଜିଲ୍ଲାରୁ ୨୯୬, ବୌଦ୍ଧ ଜିଲ୍ଲାରୁ ୩୬୫, କଟକ ଜିଲ୍ଲାରୁ ୧୦୮୪, ଦେବଗଡ ଜିଲ୍ଲାରୁ ୧୦୬, ଢେଙ୍କାନାଳ ଜିଲ୍ଲାରୁ ୧୩୨ ଜଣ, ଗଜପତି ଜିଲ୍ଲାରୁ ୫୩ ଜଣ, ଗଞ୍ଜାମ ଜିଲ୍ଲାରୁ ୩୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୩୨୫ ଜଣ, ଯାଜପୁର ଜିଲ୍ଲାରୁ ୪୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୭୩ ଜଣ, କଳାହାଣ୍ଡିରୁ ୪୯୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୦ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୯୫ ଜଣ, କେନ୍ଦୁଝର ଜିଲ୍ଲାରୁ ୨୩୨ ଜଣ, କୋରାପୁଟ ଜିଲ୍ଲାରୁ ୨୩୩ ଜଣ, ମାଲକାନାଗିରି ଜିଲ୍ଲାରୁ ୭୩ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫୪୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୩ ଜଣ, ନୟାଗଡ ଜିଲ୍ଲାରୁ ୩୧୫ ଜଣ, ନୂଆପଡା ଜିଲ୍ଲାରୁ ୧୨୯ ଜଣ, ପୁରୀ ଜିଲ୍ଲାରୁ ୫୬୮ ଜଣ, ରାୟଗଡା ଜିଲ୍ଲାରୁ ୩୨୧ ଜଣ, ସମ୍ବଲପୁର ଜିଲ୍ଲାରୁ ୪୦୦ ଜଣ, ସୋନପୁର ଜିଲ୍ଲାରୁ ୨୦୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୧୫ ଜଣ ଏବଂ ଷ୍ଟେଟ ପୁଲରୁ ୩୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.