Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ଟଳିଲେ ୧୩ ନକ୍ସଲ
ଆଜିର ଖବର

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ଏନକାଉଣ୍ଟରରେ ଟଳିଲେ ୧୩ ନକ୍ସଲ

May 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ ମୁକ୍ତ ଭାରତ
ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

ମୁମ୍ବାଇ: ମହାରାଷ୍ଟ୍ରର ଗଢଚିରେଲିରେ ସୁରକ୍ଷାକର୍ମୀଙ୍କ ସହ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗଢଚିରେଲି ଜଙ୍ଗଲରେ ମହାରାଷ୍ଟ୍ର ପୋଲିସର ସି୬୦ କମାଣ୍ଡୋ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟରେ ୧୩ ନକ୍ସଲଙ୍କ ମୃତ୍ୟୁ ହୋଇଛି। ତଦନ୍ତ ଅଭିଯାନ ଏବେ ବି ଜାରି ରହିଛି।

ସୁଚୋନା ଅନୁଯାୟୀ, କୋଟମିର ଏକ ଜଙ୍ଗଲ ଅଞ୍ଚଳରେ ମିଟିଂ ପାଇଁ ନକ୍ସଲମାନେ ଏକତ୍ରିତ ହୋଇଥିବା ପୋଲିସକୁ ବିଶେଷ ସୂତ୍ରରୁ ଖବର ମିଳିଥିଲା। ଯାହାଫଳରେ ପୋଲିସ ତଦନ୍ତ ଅଭିଯାନ ଆରମ୍ଭ କରିଦେଇଥିଲା। ପୋଲିସଙ୍କ ତଦନ୍ତ ଖବର ମିଳିବା ମାତ୍ରେ ନକ୍ସଲମାନେ ଗୁଳି ଚଳାଇଥିଲେ। ଏହାପରେ ପୋଲିସ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା। ଯାହା ପ୍ରାୟ ଏକ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା। ସକାଳ ୫.୩୦ ମିନିଟ ସମୟରେ ହୋଇଥିବା ଆକ୍ରମଣରେ ୧୩ ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଡିଆଇଜି ସନ୍ଦୀପ ପାଟିଲ ଏନେଇ ସୂଚନା ଦେଇଛନ୍ତି।

ଏନକାଉଣ୍ଟର ବଡ ସଫଳତା ସୁରକ୍ଷାକର୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ଚ଼ିଲିକା ନିର୍ବାଚନ ମଣ୍ଡଳୀର ମିଶ୍ରଣ ପର୍ବ: ବିଜେପି ରେ ସାମିଲ ହେଲେ ବିଜେଡ଼ି କର୍ମୀ

July 13, 2026

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.