Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାରଦା ମାମଲା: ଗିରଫ ତୃଣମୂଳ ନେତାଙ୍କୁ ଗୃହ ବନ୍ଦୀ ପାଇଁ ଆଦେଶ ଦେଲେ କଲିକତା ହାଇକୋର୍ଟ
ଆଜିର ଖବର

ନାରଦା ମାମଲା: ଗିରଫ ତୃଣମୂଳ ନେତାଙ୍କୁ ଗୃହ ବନ୍ଦୀ ପାଇଁ ଆଦେଶ ଦେଲେ କଲିକତା ହାଇକୋର୍ଟ

May 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଲକାତା ହାଇକୋର୍ଟ
ବଙ୍ଗଳା ଫଳାଫଳ ପୂର୍ବରୁ ଟିଏମସିର ଆବେଦନକୁ ଖାରଜ କଲେ କୋଲକାତା ହାଇକୋର୍ଟ

କଲିକତା: ନାରଦା ମାମଲାରେ ପଶ୍ଚିମବଙ୍ଗର ଦୁଇ ଜଣ ମନ୍ତ୍ରୀ, ଜଣେ ବିଧାୟକ ଏବଂ ଆଉ ଜଣେ ପୂର୍ବତନ ମେୟର ଗିରଫ ହୋଇଛନ୍ତି। କଲିକତା ହାଇକୋର୍ଟ ଏହି ମାମଲାର ଆଜି ଜାମିନ ଆବେଦନ ଉପରେ ଶୁଣାଣି କରିଛନ୍ତି। ଆଜିର ଏହି ଶୁଣାଣିରେ ଦୁଇ ବିଚାରପତିଙ୍କ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଥିଲା।

ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରାଜେଶ ବିନ୍ଦଲ ନେତାଙ୍କୁ ଗୃହ ବନ୍ଦୀ କରିବାକୁ ଆଦେଶ ଦେଇଥିବା ବେଳେ ବିଚାରପତି ଅର୍ଜିତ ବାନାର୍ଜୀ ଅଗ୍ରୀମ ଜାମିନ ପାଇଁ ଆଦେଶ ଦେଇଥିଲେ। ତେବେ ଗିରଫ ନେତାଙ୍କ ଜାମିନ ଆବେଦନ ପାଇଁ ତିନି ଜଣିଆ ଖଣ୍ଡପୀଠ ପରବର୍ତ୍ତୀ ଶୁଣାଣୀ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ଦେଖି ବର୍ତ୍ତମାନ ଗିରଫ ନେତାଙ୍କୁ ଗୃହ ବନ୍ଦୀ ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.