Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି

May 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବାଲେଶ୍ଵର ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବୌଦ୍ଧ, ଗଜପତି, କୋରାପୁଟ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୯ ହଜାର ୫୩୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୬୭ ହଜାର ୩୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୯ ହଜାର ୬୩୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Latest News

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.