Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଅନୁଷ୍ଠିତ ହେଲା ୧୦୭ ଟି ବିବାହ କାର୍ଯ୍ୟ: ନିୟମ ଉଲ୍ଲଂଘନକାରୀ ଗଣିଲେ ତଣ୍ଡ
ଆଜିର ଖବର

ଚିଲିକାରେ ଅନୁଷ୍ଠିତ ହେଲା ୧୦୭ ଟି ବିବାହ କାର୍ଯ୍ୟ: ନିୟମ ଉଲ୍ଲଂଘନକାରୀ ଗଣିଲେ ତଣ୍ଡ

May 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଗତକାଲି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଆରକ୍ଷୀ ଉପଖଣ୍ଡ ଅଧୀନରେ ୧୦୭ ଟି ବିବାହ କାର୍ଯ୍ୟ ଏବଂ ୭ ଟି ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତେବେ ଉକ୍ତ କାର୍ଯ୍ୟ ଗୁଡିକରେ ସମସ୍ତେ କୋଭିଡ ନିୟମକୁ ଅନୁପାଳନ କରିଥିବା ବେଳେ ତିନି ଜଣ ଏହାର ଉଲଂଘନ କରିଥିଲେ। ତେଣୁ ସେମାନଙ୍କଉପରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ତହସିଲ ଏବଂ ପୋଲିସ ପ୍ରଶାସନ ମିଳିତ ଭାବେ ୧୭ ହଜାର ୭ ଶହ ତାଙ୍କ ଜରିମାନା ଆଦାୟ କରିଛି।

ଅନୁରୂପ ଭାବେ ଗତକାଲି ବାଲୁଗାଁ ଆରକ୍ଷୀ ଉପଖଣ୍ଡ ଅଧୀନରେ କୋଭିଡ ନିୟମ ଉଲଂଘନ ବାବଦରେ ୧୫୪ ଜଣ ଅମାନିଆଙ୍କଠାରୁ ୪୨ ହଜାର ୮ ଶହ ଟଙ୍କା ଏବଂ ୧୬୯ ଜଣ ଅମାନିଆ ଗାଡ଼ିଚାଳକଙ୍କ ଠାରୁ ୧ ଲକ୍ଷ ୯୩ ହଜାର ଟଙ୍କା ପୋଲିସ ଆଦାୟ କରିଥିବାର ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ ସୂଚନା ଦେଇଛନ୍ତି।

ସେହିପରେ ଭାବେ ଗତକାଲି ରାତିରେ ବାଲୁଗାଁ ଏସଡ଼ିପିଓ ଛଦ୍ମବେଶରେ ଚଣ୍ଡେଶ୍ୱର ଛକ ନିକଟରୁ ଏକ ବେଆଇନ ପଥର ବୋଝେଇ ଟ୍ରକକୁ ଜବତ କରିଛନ୍ତି।

ଚିଲିକା ନିୟମ ଉଲ୍ଲଂଘନକାରୀ ବିବାହ କାର୍ଯ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.