Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୮୪ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୨୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୪୮୪ କୁ ବୃଦ୍ଧି

May 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନବରଙ୍ଗପୁର, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଗଞ୍ଜାମ, ଗଜପତି ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୯୨ ହଜାର ୩୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୫ ଲକ୍ଷ ୭୭ ହଜାର ୯୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୧ ହଜାର ୮୬୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୪୮୪ କୁ ବୃଦ୍ଧି ହୋଇଛି।

ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.