Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଟୀକାକରଣ: ଜାଣନ୍ତୁ କେବେ, କେଉଁଠି ଏବଂ କେତେଜଣଙ୍କୁ ଦିଆଯିବ ଟୀକା
ଆଜିର ଖବର

ଚିଲିକାରେ ଟୀକାକରଣ: ଜାଣନ୍ତୁ କେବେ, କେଉଁଠି ଏବଂ କେତେଜଣଙ୍କୁ ଦିଆଯିବ ଟୀକା

May 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: କିଛିଦିନର ବ୍ୟବଧାନପରେ ପୁଣି ଆସନ୍ତାକାଲି ଆରମ୍ଭ ହେବାକୁ ଯାଉଛି ଚିଲିକା ନିର୍ବାଚନମଣ୍ଡଳୀରେ ଟୀକାକରଣ। ତେବେ ୪୫ ବର୍ଷରୁ ଉର୍ଦ୍ଧ୍ଵ ନାଗରିକ ମାନେ କେବଳ ପ୍ରଥମ ଡୋଜ ଟୀକା ନେବେ। ଏ ନେଇ ଉଭୟ ବାଣପୁର ଏବଂ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ସୂଚନା ଦେଇଛନ୍ତି।

ଆସନ୍ତୁ ଜାଣିବା କେବେ, କେଉଁଠି ଏବଂ କେତେଜଣଙ୍କୁ ଟୀକା ଦିଆଯିବ:

ଆସନ୍ତା ସୋମବାର (ମଇ ୨୪) ଏବଂ ମଙ୍ଗଳବାର (ମଇ ୨୫) ରେ ସକାଳ ୬ ଘଟିକାରୁ ବାଣପୁର ମାଇନର ସ୍କୁଲ, ନୀଳାଦ୍ରିପ୍ରସାଦ ଉପସ୍ୱାସ୍ଥ୍ୟ କେନ୍ଦ୍ର, ଗମ୍ଭାରୀମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ସୁନାଖଳା ଉପସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଜଣ ନାଗରିକମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ଅନୁରୂପ ଭାବେ ଗୁରୁବାର(ମଇ ୨୭) ଏବଂ ଶୁକ୍ରବାର (ମଇ ୨୮) ରେ କେବଳ ବାଣପୁର ମାଇନର ସ୍କୁଲ ରେ ୧୦୦ ଜଣଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ସେହିପରି ଆସନ୍ତାକାଲି ସୋମବାର (୨୪ ମଇ) ଜରିପଡ଼ା ଏବଂ ନଈରୀ ଉପ ସ୍ୱାସ୍ଥ୍ୟ କେନ୍ଦ୍ରରେ ୧୦୦ ଜଣଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ। ବାଲୁଗାଁରେ ଟୀକାକାରଣ ବନ୍ଦ ରହିବ।

ଉଲ୍ଲେଖଯୋଗ୍ୟ ଯେ, ବାଣପୁରରେ ଆସନ୍ତା ସପ୍ତାହ ପାଇଁ ଆଗୁଆ ଟୀକାକରଣ ସୂଚୀ ଜାରି ହୋଇଥିବା ବେଳେ ବାଲୁଗାଁରେ କେବଳ ଆସନ୍ତାକାଲି ପାଇଁ ତଥ୍ୟ ମିଳିଛି। ସାମ୍ଭାବ୍ୟ ବାତ୍ୟା ଯୋଗୁଁ ବାଲୁଗାଁ ଉଚ୍ଚବିଦ୍ୟାଳୟକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯାଉଛି। ତେଣୁ ସେଠାରେ ଟୀକାକରଣ ବନ୍ଦ ରହିବ। ଏବଂ ଆଗାମୀ ଟୀକାକରଣର ସବିଶେଷ ତଥ୍ୟ ପରେ ଜାରି କରାଯିବ ବୋଲି ବାଲୁଗାଁ ସ୍ୱାସ୍ଥ୍ୟ ଅଧିକାରୀ କହିଛନ୍ତି।

ଚିଲିକା ନିର୍ବାଚନମଣ୍ଡଳୀ ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026
Latest News

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026

ଜାମସେଦପୁରରେ ଶ୍ରୀ ଜଗନ୍ନାଥ ମନ୍ଦିରର ଭୂମି ପୂଜନ ଉତ୍ସବରେ ଅଂଶଗ୍ରହଣ କଲେ ରାଷ୍ଟ୍ରପତି

February 27, 2026

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.