Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ : ୨୯ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା
ଆଜିର ଖବର

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ : ୨୯ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା

April 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅରୁଣାଚଳ ପ୍ରଦେଶର ବିଧାନସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି। ସମୁଦାରୟ ୧୮୪ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଥିବା ବେଳେ ତନ୍ମଧ୍ୟରୁ ୨୯ ଜଣ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଥିବଏଡିଆାର ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟ ଅନୁଯାୟୀ ସମୁଦାୟ ପ୍ରାର୍ଥୀଙ୍କ ମଧ୍ୟରୁ ୧୬ ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଥିବା ବେଳେ ୨୦୧୪ରେ ଏହା ମାତ୍ର ୬ ପ୍ରତିଶତ ରହିଥିଲା। ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ବୃଦ୍ଧି ପାଇବା ରଜ୍ୟ ପାଇଁ ଆଦୌ ହିତକର ନୁହେଁ ବୋଲି ଏଡିଆର ପକ୍ଷରୁ କୁହାଯାଇଛି। ୨୯ ପ୍ରାର୍ଥୀଙ୍କ ମଧ୍ୟରୁ ୯ ଜଣ କଂଗ୍ରେସର ରହିଥିବା ବେଳେ ୭ ଜଣ ପ୍ରାର୍ଥୀ ବିଜେପିର ରହିଛନ୍ତି। ଚଳିତ ଥର ପ୍ରଥମ କରି ନିର୍ବାଚନରେ ପଦାର୍ପଣ କରୁଥିବା ବାଇଚୁଙ୍ଗ ଭୁତିଆଙ୍କ ଏନ୍‌ପିପି ର ଦୁଇ ଜଣ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଛି। ଜେଡିଏସ୍‌ ର ଜଣେ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଥିବା ବେଳେ ସ୍ବାଧୀନ ଭାବରେ ପ୍ରତିଦ୍ବନ୍ଦିତା କରୁଥିବା ୧୧ ଜଣଙ୍କ ମଧ୍ୟରୁ ଜଣଙ୍କ ନାମରେ ଅପରାଧିକ ମାମଲା ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ନିର୍ବାଚନ: ଏହି ଆସନରେ ଚିରାଗ ପାସୱାନଙ୍କ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ରଦ୍ଦ

October 18, 2025

ଦୀପାବଳି ଉପଲକ୍ଷେ ବିଏସଏନଏଲ୍ ର ସ୍ଵତନ୍ତ୍ର ଅଫର

October 18, 2025

Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

October 18, 2025

Nuapada Byelection: ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ଜୟ ଢୋଲକିଆ

October 18, 2025
Latest News

ନବରାତ୍ରିରେ କିଣାକିଣି ହେଲା ଆକାଶଛୁଆଁ: ଦୀପାବଳିରେ ଐତିହାସିକ କାରବାର ପାଇଁ କ୍ଷେତ୍ର ପ୍ରସ୍ତୁତ

October 18, 2025

ଜିଏସଟି ବଚତ୍‌ ଉତ୍ସବକୁ ନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କଲେ ୩ କେନ୍ଦ୍ର ମନ୍ତ୍ରୀ

October 18, 2025

ବିହାର ନିର୍ବାଚନ: ଏହି ଆସନରେ ଚିରାଗ ପାସୱାନଙ୍କ ଦଳୀୟ ପ୍ରାର୍ଥୀଙ୍କ ନାମାଙ୍କନ ରଦ୍ଦ

October 18, 2025

ଦୀପାବଳି ଉପଲକ୍ଷେ ବିଏସଏନଏଲ୍ ର ସ୍ଵତନ୍ତ୍ର ଅଫର

October 18, 2025

Nuapada Bypoll: ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀପତ୍ର ଦାଖଲ କଲେ ଘାସିରାମ

October 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.