Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା: ଜାଣନ୍ତୁ ଆଜିର କରୋନା ଅପଡେଟ୍ ଓ ଆସନ୍ତାକାଲି ପାଇଁ ଟୀକାକରଣ ବ୍ୟବସ୍ଥା
ଆଜିର ଖବର

ଚିଲିକା: ଜାଣନ୍ତୁ ଆଜିର କରୋନା ଅପଡେଟ୍ ଓ ଆସନ୍ତାକାଲି ପାଇଁ ଟୀକାକରଣ ବ୍ୟବସ୍ଥା

May 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳୀରେ ଗତକାଲି କରୋନା ସ୍ଥିତି ଉପରମୁହାଁ ଥିବା ବେଳେ ଆଜି ତଳ ମୁହାଁ ହୋଇଛି। ଯାହା ଲୋକଙ୍କୁ ସାମାନ୍ୟ ଆଶ୍ଵସ୍ତି ମିଳିଛି। ଆଜି ଉକ୍ତ ନିର୍ବାଚନମଣ୍ଡଳୀରେ ମୋଟ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଯାହାକି ଗତକାଲିର ସଂଖ୍ୟାଠାରୁ ଅଧା।

ଚିହ୍ନଟ ହୋଇଥିବା ୩୦ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରେ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଚିଲିକା ବ୍ଲକରୁ ୧୨ ଜଣ, ବାଲୁଗାଁ ଏବଂ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ୩୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ୩୮ ଜଣଙ୍କ ମଧ୍ୟରୁ ବାଣପୁର ବ୍ଲକରୁ ୨୦ ଜଣ ସୁସ୍ଥ ହୋଇଥିବା ବେଳେ ଚିଲିକା ବ୍ଲକରୁ ୧୫ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ଆଜି ସୁଦ୍ଧା ବାଣପୁର ବ୍ଲକରେ ୧୫୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ବାଣପୁର ବିଜ୍ଞାପିତ ଅଞ୍ଚଳରେ ୨୧ ଜଣ, ଚିଲିକା ବ୍ଲକରେ ୧୨୬ ଜଣ ଏବଂ ବାଲୁଗାଁ ବିଜ୍ଞାପିତ ଅଞ୍ଚଳରେ ୪୨ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।

ତେବେ ଆସନ୍ତାକାଲି କେବଳ ବାଣପୁରରେ ଟୀକାକରଣ ପ୍ରକ୍ରିୟା ଚାଲୁ ରହିବ। ବାଣପୁର, ଗମ୍ଭାରୀମୁଣ୍ଡା, ସୁନାଖେଳା ଏବଂ ନୀଳାଦ୍ରିପ୍ରସାଦରେ ୪୫ ବର୍ଷରୁ ଉର୍ଦ୍ଧ୍ଵ ୧୦୦ଜଣ ନାଗରିକ ମାନଙ୍କୁ ପ୍ରଥମ ଡୋଜ ଟୀକା ଦିଆଯିବ।

ସାମ୍ଭାବ୍ୟ ବାତ୍ୟା ପାଇଁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧୀନରେ ଥିବା ସମସ୍ତ କେନ୍ଦ୍ରରେ ଟୀକାକରଣ ପ୍ରକ୍ରିୟା ବନ୍ଦ ରହିବ ବୋଲି ବାଲୁଗାଁ ମେଡିକାଲ ଅଧିକାରୀ ସୂଚନା ଦେଇଛନ୍ତି।

କରୋନା ଅପଡେଟ ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.