Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୭୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୬୭୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୬୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୭୩୨, ଅନୁଗୁଳରୁ ୯୪୩, କଟକରୁ ୮୫୨, ଯାଜପୁରରୁ ୬୭୯, ସୁନ୍ଦରଗଡରୁ ୬୨୭, ସମ୍ବଲପୁରରୁ ୫୩୮, ବଲାଙ୍ଗୀରିରୁ ୫୦୬, ବାଲେଶ୍ଵର ଜିଲ୍ଲାରୁ ୪୭୨, ମୟୂରଭଞ୍ଜରୁ ୪୪୯, ଭଦ୍ରକରୁ ୪୧୪, କୋରାପୁଟରୁ ୩୫୫, ବରଗଡରୁ ୩୫୧, ପୁରୀରୁ ୩୫୦, ନବରଙ୍ଗପୁରରୁ ୩୪୨, କଳାହାଣ୍ଡିରୁ ୨୭୧, ଜଗତସିଂହପୁରରୁ ୨୬୭, କେନ୍ଦୁଝରରୁ ୨୩୭, ସୋନପୁରରୁ ୨୩୬, ଝାରସୁଗୁଡାରୁ ୨୩୧, ଗଞ୍ଜାମରୁ ୨୧୫, ନୟାଗଡରୁ ୨୧୫, ବୌଦ୍ଧରୁ ୧୯୦, ନୂଆପଡାରୁ ୧୮୦, ଢେଙ୍କାନାଳରୁ ୧୬୯, ରାୟଗଡାରୁ ୧୬୫, କେନ୍ଦ୍ରାପଡାରୁ ୧୬୨, ମାଲକାନାଗିରିରୁ ୧୧୧, ଦେବଗଡରୁ ୧୦୬, କନ୍ଧମାଳରୁ ୭୫, ଗଜପତିରୁ ୬୩ ଏବଂ ଷ୍ଟେଟ ପୁଲରୁ ୨୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬ ଲକ୍ଷ ୧୨ ହଜାର ୯୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୧୪ ହଜାର ୩୮୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୧ ହଜାର ୨୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୮ ହଜାର ୮୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୪୯ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026
Latest News

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.