Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ ଟୀକା ନେବା ପାଇଁ ଲୋକଙ୍କ ମନରେ ଭୟ: ଦିଆଗଲା ୫ ଲକ୍ଷ ଟଙ୍କାର ବୀମା ଅଫର
ଆଜିର ଖବର

କୋଭିଡ ଟୀକା ନେବା ପାଇଁ ଲୋକଙ୍କ ମନରେ ଭୟ: ଦିଆଗଲା ୫ ଲକ୍ଷ ଟଙ୍କାର ବୀମା ଅଫର

May 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନ
ଆଜି ୧୪ ବର୍ଷର ବାଳିକାଙ୍କ ପାଇଁ ରାଷ୍ଟ୍ରବ୍ୟାପୀ ଏଚପିଭି ଟିକାକରଣ ଅଭିଯାନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ମୁମ୍ବାଇ: କରୋନାର ଦ୍ଵିତୀୟ ଲହରରେ ମହାରାଷ୍ଟ୍ରର ଅନେକ ଲୋକଙ୍କ ଜୀବନ ଚାଲିଯାଇଛି। ଆହୁରି ଅନେକ ଲୋକ ଏହି ମାହାମାରୀରୁ ରକ୍ଷା ପାଇବା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏହାପରେ ମଧ୍ୟ କେତେ ଲୋକ ଟୀକା ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି।

ଯଦିବା ଟୀକାକରଣ ପ୍ରକ୍ରିୟାରେ ମହାରାଷ୍ଟ୍ର ଅନ୍ୟ ରାଜ୍ୟ ତୁଳନାରେ ଆଗରେ ଅଛି, ତଥାପି ରାଜ୍ୟର ମୋଟ ଜନସଂଖ୍ୟାର ମାତ୍ର ୩.୬୯ ପ୍ରତିଶତ ଲୋକଙ୍କୁ ଏପର୍ଯ୍ୟନ୍ତ ଟୀକା ଦିଆଯାଇଛି। ହିଙ୍ଗୋଲି, ପାଲଘର, ନନ୍ଦୁରବାର, ପରଭନୀ, ଜଲଗାଁଓ, ଗଢଚିରେଲିରେ ୩ ପ୍ରତିଶତରୁ କମ ଲୋକଙ୍କୁ ଏପର୍ଯ୍ୟନ୍ତ ଦ୍ଵିତୀୟ ଡୋଜ ଟୀକା ଦିଆଯାଇଛି। ଗ୍ରାମୀଣ ଏବଂ ଆଦିବାସୀ ଅଞ୍ଚଳରେ କୋଭିଡ ଟୀକାକୁ ନେଇ ଲୋକଙ୍କ ମନରେ ଏବେ ବି ଭୟ ରହିଛି।

ତେଣୁ ପ୍ରଶାସନ ପକ୍ଷରୁ ଟୀକା ବାବଦରେ ଲୋକଙ୍କୁ ସଚେତନ କରାଯାଉଛି। ଏପରି ଲୋକଙ୍କୁ ଟୀକା ଦେବା ପାଇଁ ବୀମା ଠାରୁ ଆରମ୍ଭ କରି ବିଭିନ୍ନ ପ୍ରକାର ଅଫର ମଧ୍ୟ ଘୋଷଣା କରାଯାଉଛି। ତେବେ ବର୍ତ୍ତମାନ ମହାରାଷ୍ଟ୍ରର ଗ୍ରାମୀଣ ଏବଂ ଆଦିବାସୀ ଅଞ୍ଚଳର ଲୋକଙ୍କୁ ଟୀକାକରଣରେ ସାମିଲ କରିବା ପାଇଁ ୫ ଲକ୍ଷ ଟଙ୍କାର ବୀମା ଅଫର କରାଯାଇଛି।

କୋଭିଡ ଟୀକା ଦ୍ଵିତୀୟ ଲହର
Share. Facebook Twitter LinkedIn Email WhatsApp Copy Link

Related Posts

ମୂର୍ତ୍ତି ବିସର୍ଜନ ବେଳେ ତାଳଦଣ୍ଡା କେନାଲରେ ଯୁବକ ନିଖୋଜ

September 21, 2026

ସୋର ଷ୍ଟେସନରେ ମାଲବାହୀ ଟ୍ରେନର ୮ ବଗିରେ ଭୟାବହ ଅଗ୍ନିକାଣ୍ଡ

September 21, 2026

୩ ଦିନ ବ୍ୟାଙ୍କ ଧର୍ମଘଟ! ଟଙ୍କା ଉଠାଇବାଠାରୁ ବ୍ୟାଙ୍କ କାମ ପର୍ଯ୍ୟନ୍ତ, ଜାଣନ୍ତୁ କ’ଣ କରିବେ

September 21, 2026

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026
Latest News

ମୂର୍ତ୍ତି ବିସର୍ଜନ ବେଳେ ତାଳଦଣ୍ଡା କେନାଲରେ ଯୁବକ ନିଖୋଜ

September 21, 2026

ସୋର ଷ୍ଟେସନରେ ମାଲବାହୀ ଟ୍ରେନର ୮ ବଗିରେ ଭୟାବହ ଅଗ୍ନିକାଣ୍ଡ

September 21, 2026

୩ ଦିନ ବ୍ୟାଙ୍କ ଧର୍ମଘଟ! ଟଙ୍କା ଉଠାଇବାଠାରୁ ବ୍ୟାଙ୍କ କାମ ପର୍ଯ୍ୟନ୍ତ, ଜାଣନ୍ତୁ କ’ଣ କରିବେ

September 21, 2026

୨୦୨୬ ଏସୀୟ କ୍ରୀଡ଼ା: ଫାଇନାଲରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ, ଜାଣନ୍ତୁ କେବେ?

September 21, 2026

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.