Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୧୯: ସୁସ୍ଥ ହେଲେ ୧୦୧୯ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୯୧୯: ସୁସ୍ଥ ହେଲେ ୧୦୧୯ କରୋନା ଆକ୍ରାନ୍ତ

May 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୯୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୯୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୮୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୧ ହଜାର ୮୮୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୦୧୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୫୮ ହଜାର ୮୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨ ହଜାର ୬୯୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୩୨୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

କରୋନା ଆକ୍ରାନ୍ତ ଭୁବନେଶ୍ବର ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026
Latest News

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026

ଚେନ୍ନାଇରେ ରାହୁଲ ଗାନ୍ଧୀ-ମୁଖ୍ୟମନ୍ତ୍ରୀ ବିଜୟଙ୍କ ସାକ୍ଷାତ: ନୂଆ ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା ଜୋର

October 11, 2026

ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.