Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୬୩୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୬୩୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୬୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୨୭, କଟକରୁ ୯୩୬, ସୁନ୍ଦରଗଡରୁ ୮୩୦, ଯାଜପୁରରୁ ୭୫୪, ଅନୁଗୁଳରୁ ୫୦୩, ସମ୍ବଲପୁରରୁ ୪୯୪, ପୁରୀରୁ ୪୭୨, ଭଦ୍ରକରୁ ୪୪୨, ମୟୂରଭଞ୍ଜରୁ ୪୩୮, ବରଗଡ ୩୯୫, ବାଲେଶ୍ବରରୁ ୩୫୪, ଝାରସୁଗୁଡାରୁ ୩୪୦, ବଲାଙ୍ଗୀରିରୁ ୨୮୯, ନବରଙ୍ଗପୁରରୁ ୨୭୧, କୋରାପୁଟରୁ ୨୭୦, ନୟାଗଡରୁ ୨୬୫, ଢେଙ୍କାନାଳରୁ ୨୬୩, ସୋନପୁରରୁ ୨୫୪, ଗଞ୍ଜାମରୁ ୨୪୨, ବୌଦ୍ଧରୁ ୨୪୧, ନୂଆପଡାରୁ ୨୧୮, ଜଗତସିଂହପୁରରୁ ୧୯୯, ରାୟଗଡାରୁ ୧୬୯, କେନ୍ଦୁଝରରୁ ୧୬୭, କେନ୍ଦ୍ରାପଡାରୁ ୧୫୩, କଳାହାଣ୍ଡିରୁ ୧୨୩, ଦେବଗଡରୁ ୧୦୬, କନ୍ଧମାଳରୁ ୮୧, ଗଜପତିରୁ ୭୦, ମାଲକାନଗିରିରୁ ୬୯ ଏବଂ ଷ୍ଟେଟ ପୁଲରୁ ୨୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬ ଲକ୍ଷ ୨୩ ହଜାର ୬୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨୬ ହଜାର ୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୧୨ ହଜାର ୯୯୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୧୦ ହଜାର ୩୭୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୮୪ କୁ ବୃଦ୍ଧି ହୋଇଛି।

Odisha ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ ଆକ୍ରାନ୍ତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.