Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୩୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି

May 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୧୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ, ବୌଦ୍ଧ, ନୂଆପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ସେହିଭଳି ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନବରଙ୍ଗପୁର ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୨ ହଜାର ୭୩୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୨୩ ହଜାର ୬୨୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୪୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପ୍ରାଣ ହରାଇଲେ ମୃତକଙ୍କ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026
Latest News

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.