Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୫୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୫୫୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୫୫୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୪୩୫, ସୁନ୍ଦରଗଡରୁ ୮୧୯, କଟକରୁ ୭୦୯, ସମ୍ବଲପୁରରୁ ୬୯୬, ଯାଜପୁରରୁ ୬୯୫, କଳାହାଣ୍ଡିରୁ ୫୯୫, ଅନୁଗୁଳରୁ ୫୮୮, ମୟୂରଭଞ୍ଜରୁ ୪୯୫, ନବରଙ୍ଗପୁରରୁ ୪୦୫, ଗଞ୍ଜାମରୁ ୩୬୮, ପୁରୀରୁ ୩୫୪, ଭଦ୍ରକରୁ ୩୪୯, କୋରାପୁଟରୁ ୩୨୧, ବରଗଡ ୩୧୮, ଜଗତସିଂହପୁରରୁ ୩୦୬, ବଲାଙ୍ଗୀରିରୁ ୨୮୮, କେନ୍ଦୁଝରରୁ ୨୭୩, ବାଲେଶ୍ବରରୁ ୨୬୯, ନୟାଗଡରୁ ୨୬୩, ଝାରସୁଗୁଡାରୁ ୨୬୨, ସୋନପୁରରୁ ୨୪୮, ରାୟଗଡାରୁ ୨୨୭, ବୌଦ୍ଧରୁ ୨୧୨, କେନ୍ଦ୍ରାପଡାରୁ ୨୦୨, ନୂଆପଡାରୁ ୧୩୬, ଦେବଗଡରୁ ୧୨୧, ମାଲକାନଗିରିରୁ ୧୦୭, ଢେଙ୍କାନାଳରୁ ୯୧, ଗଜପତିରୁ ୮୬, କନ୍ଧମାଳରୁ ୬୭ ଏବଂ ଷ୍ଟେଟ ପୁଲରୁ ୨୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬ ଲକ୍ଷ ୩୫ ହଜାର ୧୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୨ ହଜାର ୭୩୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୨୩ ହଜାର ୬୨୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୬ ହଜାର ୪୪୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୬୧୮ କୁ ବୃଦ୍ଧି ହୋଇଛି।

covid patient recovered ଓଡିଶା କରୋନା ଆକ୍ରାନ୍ତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026
Latest News

ଆଜି ଜୁଲାଇ ୧୬ ତାରିଖ ଗୁରୁବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

July 16, 2026

ଗୋବରରୁ ବାୟୋ-ଗ୍ୟାସ୍ ଉତ୍ପାଦନ ପାଇଁ ଦିଲ୍ଲୀରେ ବଡ଼ ପଦକ୍ଷେପ: ଏମଓୟୁ ସ୍ୱାକ୍ଷରିତ

July 15, 2026

ବାରାଣସୀରେ ୧୪,୪୪୭ କୋଟିର ୬-ଲେନ୍ ଏଲିଭେଟେଡ୍ କରିଡରକୁ କ୍ୟାବିନେଟ୍ ମଞ୍ଜୁରୀ

July 15, 2026

ଆତ୍ମନିର୍ଭର ଭାରତ ପାଇଁ ଜାତୀୟ ୟୁରିଆ ନିବେଶ ନୀତି  ୨୦୨୬କୁ କ୍ୟାବିନେଟ୍‌ ମଞ୍ଜୁରି

July 15, 2026

ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.