Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୭ ହଜାର ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୭ ହଜାର ୨୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

May 28, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୨୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୦୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୯ ହଜାର ୯୫୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୬ ଲକ୍ଷ ୩୫ ହଜାର ୧୭୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ଲକ୍ଷ ୨ ହଜାର ୭୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୫୧୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୨୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଟକ ଜିଲ୍ଲାରୁ ୧୦୯୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୦୯, ଅନୁଗୁଳ ଜିଲ୍ଲାରୁ ୪୦୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୧୫ ଜଣ, ବରଗଡ ଜିଲ୍ଲାରୁ ୩୩୧ ଜଣ, ଭଦ୍ରକ ଜିଲ୍ଲାରୁ ୨୪୬, ବଲାଙ୍ଗୀରି ଜିଲ୍ଲାରୁ ୧୩୦, ବୌଦ୍ଧ ଜିଲ୍ଲାରୁ ୧୪୮, ଦେବଗଡ ଜିଲ୍ଲାରୁ ୬୮, ଢେଙ୍କାନାଳ ଜିଲ୍ଲାରୁ ୪୨୮ ଜଣ, ଗଜପତି ଜିଲ୍ଲାରୁ ୩୮ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮୩ ଜଣ, ଯାଜପୁର ଜିଲ୍ଲାରୁ ୨୪୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୬୪ ଜଣ, କଳାହାଣ୍ଡିରୁ ୧୫୦ ଜଣ, କନ୍ଧମାଳ ଜିଲ୍ଲାରୁ ୧୦୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪୮୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ ଜଣ, କୋରାପୁଟ ଜିଲ୍ଲାରୁ ୨୨୦ ଜଣ, ମାଲକାନାଗିରି ଜିଲ୍ଲାରୁ ୧୩୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୪୨ ଜଣ, ନୟାଗଡ ଜିଲ୍ଲାରୁ ୧୬୪ ଜଣ, ନୂଆପଡା ଜିଲ୍ଲାରୁ ୬୬ ଜଣ, ପୁରୀ ଜିଲ୍ଲାରୁ ୧୧୦ ଜଣ, ରାୟଗଡା ଜିଲ୍ଲାରୁ ୨୪୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୪୧ ଜଣ, ସୋନପୁର ଜିଲ୍ଲାରୁ ୭୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮୪ ଜଣ ଏବଂ ଷ୍ଟେଟ ପୁଲରୁ ୧୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ବାରାଣସୀରେ ‘ମାଇଁ ଭାରତ’ ଯୁବ ସମ୍ମିଳନୀ: ରାଷ୍ଟ୍ର ନିର୍ମାଣ ପାଇଁ ଯୁବପିଢ଼ିଙ୍କୁ ପ୍ରେରଣା

October 11, 2026

ଜାଗୋ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାର ଏକ ଦୃଢ଼ ସଂକଳ୍ପର ପଦକ୍ଷେପ: ସୋଆ ଉପସଭାପତି

October 11, 2026
Latest News

ଐତିହାସିକ ହୀରାକୁଦ ଡ୍ୟାମ୍ ପରିଦର୍ଶନ କଲେ ରାଜ୍ୟପାଳ

October 11, 2026

ଚେନ୍ନାଇରେ ରାହୁଲ ଗାନ୍ଧୀ-ମୁଖ୍ୟମନ୍ତ୍ରୀ ବିଜୟଙ୍କ ସାକ୍ଷାତ: ନୂଆ ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା ଜୋର

October 11, 2026

ଡିସେମ୍ବର ୫ରେ ହେବ ଆଇଓଏ କାର୍ଯ୍ୟନିର୍ବାହୀ ପରିଷଦ ନିର୍ବାଚନ

October 11, 2026

NGO ବର୍ଗରେ ‘ଗ୍ଲୋବାଲ୍ ସଷ୍ଟେନେବିଲିଟି ଆୱାର୍ଡ ୨୦୨୬’ ଜାତୀୟ ସ୍ତରରେ ISRD ସମ୍ମାନିତ

October 11, 2026

ମଣିପୁରରେ ପୁଣି ହିଂସା: କାମଜୋଙ୍ଗ୍ ଓ ଉଖରୁଲରେ ଗୁଳିକାଣ୍ଡ, ୫ ମୃତ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.