Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି 990 ଟଙ୍କାରେ 2DG ଔଷଧ କିଣି ଖାଇଲେ ଭଲ ହେବ କରୋନା ରୋଗ
ଆଜିର ଖବର

ଏଣିକି 990 ଟଙ୍କାରେ 2DG ଔଷଧ କିଣି ଖାଇଲେ ଭଲ ହେବ କରୋନା ରୋଗ

May 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଶେଷରେ ଡିଆରଡିଓ ଦ୍ବାରା ପ୍ରସ୍ତୁତ କରୋନା ଔଷଧର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଏହି ଔଷଧ ପ୍ୟାକେଟର ମୂଲ୍ୟ ରହିଛି 990 ଟଙ୍କା। ସାମରିକ ଗବେଷଣା କେନ୍ଦ୍ର ଏବଂ ଡକ୍ଟର ରେଡ୍ଡୀ ଲ୍ୟାବର ମିଳିତ ସହଯୋଗରେ ଏହି ଔଷଧ ବାହାର କରାଯାଇଛି।

ଏହି ଭିନ୍ନ ପ୍ରସାରର ଔଷଧ ପାଉଡର ଆକାରରେ ବଜାରରେ ଉପଲବ୍ଧ ହେବ। ରୋଗୀ ଏହି ପାଉଡରକୁ ପାଣିରେ ଗୋଳି ସପ୍ତାହ ପର୍ଯ୍ୟନ୍ତ ଦିନକୁ ଥରେ ସେବନ କରିବେ। ଏହାଦ୍ବାରା କରୋନା ଭଲ ହୋଇଯିବ ବୋଲି ଡିଆରଡିଓ ତରଫରୁ ପରୀକ୍ଷା କରାଯାଇଛି।

ଏହି ଔଷଧ 2DG କୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଦନ ମିଳିତ ଭାବେ ଲୋକାର୍ପଣ କରିଥିଲେ। ଏହାକୁ ପ୍ରଥମେ ଡିଫେନସ ହସପିଟାଲରେ ପ୍ରୟୋଗ କରାଯାଇଛି।

2DG Corona Medicine
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.