Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ଚନ୍ଦ୍ରବାବୁ ନାଇଡୁ : ଏଚ୍‌. ଡ଼ି. ଦେବେଗୌଡ଼ା
ଆଜିର ଖବର

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ଚନ୍ଦ୍ରବାବୁ ନାଇଡୁ : ଏଚ୍‌. ଡ଼ି. ଦେବେଗୌଡ଼ା

April 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
chandrababu naidu will be pm candiadate
chandrababu naidu will be pm candiadate

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ତଥା ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଆଞ୍ଚଳିକ ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ (ଜେଡିଏସ୍‌) ମୁଖ୍ୟ ଏଚ୍‌.ଡି. ଦେବେଗୌଡ଼ା ଆନ୍ଧ୍ରର କିଷ୍ଣାନଗର ଜିଲାରେ ଏକ ସଭାରେ ଘୋଷଣା କରିଛନ୍ତି। ଦେଇଛନ୍ତି। ତିରୁଭୁରୁ ଏବଂ ପରମାରୁରେ ଦୁଇଟି ନିର୍ବାଚନୀ ରାଲିରେ ଦେବେଗୌଡ଼ା ଉଦବୋଧନ ଦେଇ ଟିଡିପିକୁ ସମର୍ଥନ କରିବାକୁ ଲୋକଙ୍କୁ ନିବେଦନ କରିବା ସହ ଚନ୍ଦ୍ରବାବୁ କାହିଁକି ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ ବୋଲି କହିଥିଲେ। ବିରୋଧୀମାନଙ୍କ ମହାମେଣ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚ୍ୟାଲେଞ୍ଜ ଦେବାରେ ସଫଳ ହୋଇ ନ ପାରେ ବୋଲି ରାଜନୈତିକ ମହଲରେ ଯେଉଁ ଆଲୋଚନା ହେଉଛି ତାହାକୁ ଦେବେଗୌଡ଼ା ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ପଶ୍ଚିମବଙ୍ଗରେ ମମତା ବାନାର୍ଜୀ, ଉତ୍ତର ପ୍ରଦେଶରେ ମାୟାବତୀ ଏବଂ ଅଖିଳେଶ ଯାଦବଙ୍କ ଭଳି ନେତା ମୋଦୀଙ୍କୁ ଚ୍ୟାଲେଞ୍ଜ ଦେବା ପାଇଁ ବିକଳ୍ପ ଶକ୍ତି ସୃଷ୍ଟି କରିପାରିବାରେ ସକ୍ଷମ। ସବୁ ଆଞ୍ଚଳିକ ଦଳଗୁଡ଼ିକର ନିଜସ୍ବ ନୀତି ଏବଂ ଆଦର୍ଶ ରହିଛି ବୋଲି କହିଛନ୍ତି ଦେବେଗୌଡ଼ା।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

candidate chandrababunaidu pm thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026
Latest News

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.