Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁରରେ ଅଘଟଣ: ପାଣିରେ ବୁଡି ୧୫ ବର୍ଷ ନାବାଳକଙ୍କ ଗଲା ଜୀବନ
ଆଜିର ଖବର

ବାଣପୁରରେ ଅଘଟଣ: ପାଣିରେ ବୁଡି ୧୫ ବର୍ଷ ନାବାଳକଙ୍କ ଗଲା ଜୀବନ

May 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ପାଣିରେ ବୁଡି ୧୫ ବର୍ଷ ନାବାଳକର ମୃତ୍ୟୁ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି ବାଣପୁର ଥାନା ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ପଞ୍ଚାୟତର ଖଇରାପଲି ଗ୍ରାମରେ।

ସୂଚନା ମୁତାବକ ଗଞ୍ଜାମ ଜିଲ୍ଲା ଖଲିକୋଟ ବ୍ଲକ ଅନ୍ତର୍ଗତ ଖଣ୍ଡିଆନାଳ ଗ୍ରାମର ସହଦେଵ ଶବରଙ୍କ ପୁତ୍ର ପ୍ରଦୀପ ଶବର (୧୫) ତାଙ୍କ ମାଉସୀ ଘର ଖଇରାପଲି ଗ୍ରାମକୁ କିଛି ଦିନ ହେଲା ଆସିଥିଲେ। ଆଜି ଅପରାହ୍ନ ପ୍ରାୟ ୧.୩୦ ସମୟରେ ଗାଁର ଦୁଇ ଜଣ ନାବାଳକଙ୍କ ସହ ପ୍ରଦୀପ ନିକଟସ୍ଥ ଏକ ବଡ ନାଳରେ ଗାଧେଇବାକୁ ଯାଉଥିଲେ।

ତେବେ ଗାଧେଇଲା ବେଳେ ଅସାବଧାନତାବଶତଃ ପ୍ରଦୀପଙ୍କ ଗୋଡ ଖସିଯିବାରୁ ସେ ପାଣିରେ ବୁଡି ଯାଇଥିଲେ। ଏହା ଦେଖି ସେଠାରେ ଉପସ୍ଥିତ ଥିବା ଅନ୍ୟ ପିଲାମାନେ ଚିତ୍କାର କରିବା ସହ ସଙ୍ଗେ ସଙ୍ଗେ ତାଙ୍କ ମାଉସୀଙ୍କ ଘରେ ଖବର ଦେଇଥିଲେ। ହେଲେ ସମ୍ପର୍କୀୟ ଲୋକ  ଘଟଣାସ୍ଥଳରେ ପହଁଚିଲାବେଳକୁ ସବୁକିଛି ଶେଷ ହୋଇଯାଇଥିଲା। ପାଣିରେ ବୁଡି ପ୍ରଦୀପଙ୍କ ମୃତ୍ୟୁ ହୋଇଯାଇଥିଲା।

ଖବର ପାଇ ସଙ୍ଗେ ସଙ୍ଗେ ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ସଦଳବଳେ ଦୁର୍ଘଟଣାସ୍ଥଳରେ ପହଞ୍ଚି ପାଣିରୁ ପ୍ରଦୀପଙ୍କ ଶବକୁ ଉଦ୍ଧାର କରି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ହସ୍ତାନ୍ତର କରିଛନ୍ତି। ତେବେ ପ୍ରଦୀପ ଅତ୍ୟନ୍ତ ଗରିବଘର ପିଲା ହୋଇଥିବାରୁ ସରକାରୀ ସାହାଯ୍ୟ ପାଇଁ ସାଧାରଣରେ ଦାବି ହେଉଛି।

ପାଣିରେ ବୁଡି ବାଣପୁରରେ ଅଘଟଣ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚିହ୍ନର ଇ-ନିଲାମୀରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଝଲକ

September 26, 2026

‘ବିକଶିତ ଭାରତ’ର ସଂକଳ୍ପକୁ ଆଗେଇ ନେବ ନବୋନ୍ମେଷର ତରଙ୍ଗ: ପ୍ରହ୍ଲାଦ ଯୋଶୀ

September 26, 2026

ଭୁବନେଶ୍ୱରଠାରେ ESI ଯୋଜନାର ବିଭିନ୍ନ ସୁବିଧା ସମ୍ପର୍କିତ ସଚେତନତା ଶିବିର ଆୟୋଜିତ

September 26, 2026

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026
Latest News

ପୁଣି କେନ୍ଦ୍ରର ବଡ଼ ନିଷ୍ପତ୍ତି: ୩ ରାଜ୍ୟରେ ଅକ୍ଟୋବର ୧ରୁ ବଢ଼ିଲା AFSPA ଅବଧି

September 26, 2026

ପ୍ରଧାନମନ୍ତ୍ରୀଙ୍କ ସ୍ମୃତିଚିହ୍ନର ଇ-ନିଲାମୀରେ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଝଲକ

September 26, 2026

‘ବିକଶିତ ଭାରତ’ର ସଂକଳ୍ପକୁ ଆଗେଇ ନେବ ନବୋନ୍ମେଷର ତରଙ୍ଗ: ପ୍ରହ୍ଲାଦ ଯୋଶୀ

September 26, 2026

ଭୁବନେଶ୍ୱରଠାରେ ESI ଯୋଜନାର ବିଭିନ୍ନ ସୁବିଧା ସମ୍ପର୍କିତ ସଚେତନତା ଶିବିର ଆୟୋଜିତ

September 26, 2026

ଆଇଆଇଏମସି ଢେଙ୍କାନାଳ ଛାତ୍ରଛାତ୍ରୀଙ୍କ ବିଧାନସଭା ପରିଦର୍ଶନ

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.