Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହସ୍ପିଟାଲ୍‌ରେ ଆତତାୟୀଙ୍କ ଗୁଳିରେ ଜଣେ ମୃତ,ଆରଏସ୍ଏସ୍‌ କର୍ମୀ ଆହତ
ଆଜିର ଖବର

ହସ୍ପିଟାଲ୍‌ରେ ଆତତାୟୀଙ୍କ ଗୁଳିରେ ଜଣେ ମୃତ,ଆରଏସ୍ଏସ୍‌ କର୍ମୀ ଆହତ

April 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
An army soldier stands inside the Army Public School, which was attacked by Taliban gunmen, in Peshawar, December 17, 2014. Taliban gunmen in Pakistan took hundreds of students and teachers hostage on Tuesday in a school in the northwestern city of Peshawar, military officials said. REUTERS/Zohra Bensemra (PAKISTAN - Tags: CRIME LAW CIVIL UNREST MILITARY) - RTR4IDTB

ଜାମ୍ମୁ-କାଶ୍ମୀରର ଏକ ହସ୍ପିଟାଲରେ ମଙ୍ଗଳବାର ଆତତାୟୀଙ୍କ ଆକ୍ରମଣ ହୋଇଛି। ଜଣେ ଆରଏସଏସ ନେତାଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରାଯାଇଥିବାବେଳେ ଏଥିରେ ତାଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି। ଆତତାୟୀଙ୍କ ଗୁଳିମାଡ଼ରେ ଆରଏସଏସ ନେତା ଚନ୍ଦ୍ରକାନ୍ତ ଶର୍ମା ଆହତ ହୋଇଛନ୍ତି। ଶର୍ମା ଉକ୍ତ ଡାକ୍ତରଖାନାରେ କାର୍ଯ୍ୟ କରୁଥିବା ବେଳେ ମଙ୍ଗଳବାର ଏହି ଘଟଣା ଘଟିଛି। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ମୁତାବକ, ମଙ୍ଗଳବାର ଅପରାହ୍ନରେ ଜଣେ ଆତତାୟୀ ବୁର୍ଖା ପିନ୍ଧି ହସ୍ପିଟାଲରେ ପିଶିଥିଲେ। ପରେ ଏକ ବନ୍ଧୁକ ବାହାର କରି ଗୁଳି ଆରଏସଏସ ନେତା ଚନ୍ଦ୍ରକାନ୍ତ ଏବଂ ତାଙ୍କ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ନିହତ ହୋଇଥିବା ବେଳେ ଶର୍ମା ଗୁରୁତର ଅଛନ୍ତି । ଏହି ଘଟଣା ପରେ ଖିତ୍‌ଓ୍ବାରରେ କର୍ଫ୍ୟୁ ଜାରି କରାଯାଇଛି । ପୂର୍ବରୁ ସମାନ ଢଙ୍ଗରେ ବିଜେପି ରାଜ୍ୟ ସଚିବ ଅନୀଲ ପରିହାର ଏବଂ ତାଙ୍କ ଭାଇଙ୍କୁ ହତ୍ୟା କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Latest News

ଭାରତରେ ଷ୍ଟାର୍ଟଅପ୍ ଇକୋସିଷ୍ଟମର ପୁନଃନିର୍ମାଣ

January 15, 2026

ଆମେରିକା ଭିସା ସ୍ଥଗିତ କରିବା ପରେ ପାକିସ୍ତାନର ପ୍ରଥମ ପ୍ରତିକ୍ରିୟା: ଏବେ ଟ୍ରମ୍ପଙ୍କ ପାଦ ଧରିବେ ଶାହବାଜ

January 15, 2026

ଆଥର 450 ଆପେକ୍ସ ନା ସୁଜୁକି ଇ-ଆକ୍ସେସ୍, କେଉଁ ଇଲେକ୍ଟ୍ରିକ୍ ସ୍କୁଟର ଅଧିକ ଶକ୍ତିଶାଳୀ?: ଜାଣନ୍ତୁ ପାର୍ଥକ୍ୟ

January 15, 2026

ପୁଣି JEE ମେନ୍ ପରୀକ୍ଷା ତାରିଖ ପରିବର୍ତ୍ତନ କଲା NTA: ଏବେ ଜାନୁଆରୀ 23 ରେ ହେବ ନାହିଁ ପରୀକ୍ଷା

January 15, 2026

କେରଳର SAI ହଷ୍ଟେଲରେ ଦୁଇ ନାବାଳିକା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ: ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.