Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଜ ସରକାର ବିରୋଧରେ ଧାରଣରେ ବସିଲେ ମଧ୍ୟପ୍ରଦେଶ ବିଜେପି ବିଧାୟକ ପ୍ରଦୀପ
ଆଜିର ଖବର

ନିଜ ସରକାର ବିରୋଧରେ ଧାରଣରେ ବସିଲେ ମଧ୍ୟପ୍ରଦେଶ ବିଜେପି ବିଧାୟକ ପ୍ରଦୀପ

May 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ରିୱାରେ ଆଜି ବିଜେପି ବିଧାୟକ ନିଜ ସରକାର ବିରୋଧରେ ଧାରଣାରେ ବସିଛନ୍ତି। ଫଳରେ ସରକାର ଏବଂ ଦଳକୁ ଏକ ପ୍ରକାର ଚିନ୍ତାରେ ପକାଇଦେଇଛି। ମଧ୍ୟପ୍ରଦେଶର ମଉଗଞ୍ଜ ବିଧାୟକ ପ୍ରଦୀପ ପଟେଲ ନିଜ ସରକାର ବିରୋଧରେ ଧାରଣାରେ ବସିଛନ୍ତି।

ପ୍ରଦୀପଙ୍କ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଦ୍ୟୁତ ସମସ୍ୟାକୁ ନେଇ ସେ ସରକାରକୁ ବିରୋଧ କରିଛନ୍ତି। ଏନେଇ ରିୱାର ବିଦ୍ୟୁତ ବିଭାଗ ଏସଡିପିଓଙ୍କ କାର୍ଯ୍ଯାଳୟରେ ସେ ଧାରଣାରେ ବସିଛନ୍ତି।

ବିଜେପି ବିଧାୟକ ମଧ୍ୟପ୍ରଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିକ୍ସ ସହଯୋଗର ଦୁଇ ଦଶନ୍ଧି ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକଟ ଉନ୍ମୋଚନ

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

BRICS ଘୋଷଣାନାମାକୁ ଖୁର୍ସିଦଙ୍କ ସବୁଜ ସଙ୍କେତ, ମୋଦୀ-ଜିନପିଙ୍ଗ ବୈଠକକୁ ନେଇ ବଡ଼ ଆଶା

September 12, 2026
Latest News

ଚୀନ୍‌ର ଦ୍ୱିତୀୟ ସର୍ବାଧିକ ଶକ୍ତିଶାଳୀ ନେତା କାଇ କି’

September 13, 2026

ବ୍ରିକ୍ସ ସହଯୋଗର ଦୁଇ ଦଶନ୍ଧି ପୂର୍ତ୍ତି ଅବସରରେ ସ୍ମାରକ ଡାକ ଟିକଟ ଉନ୍ମୋଚନ

September 13, 2026

ପଥୁରିଆରେ ଦୁଇ ବାଇକ ମୁହାଁମୁହିଁ ଧକ୍କା: ୧ ମୃତ, ୧ ଗୁରୁତର

September 13, 2026

ରାଶିଫଳ: ସେପ୍ଟେମ୍ବର ୧୩ ତାରିଖରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 13, 2026

ପିଏମ ମୋଦୀ ଓ ଚୀନ୍‌ ରାଷ୍ଟ୍ରପତି ସାକ୍ଷାତକାର: ବ୍ରିକ୍ସ ସମ୍ମିଳନୀରେ ଭାରତର ଅଧ୍ୟକ୍ଷତାକୁ କଲେ ସମର୍ଥନ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.