Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୮୮୧  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ ହଜାର ୮୮୧  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

May 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧ ହଜାର ୮୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୯୦, ଅନୁଗୁଳରୁ ୧୧୫୪, କଟକରୁ ୧୦୬୬, ଯାଜପୁରରୁ ୬୪୭, ସୁନ୍ଦରଗଡରୁ ୭୧୩, ବାଲେଶ୍ଵରରୁ ୫୧୦, କଳାହାଣ୍ଡିରୁ ୪୮୨, ପୁରୀରୁ ୪୭୧, ନବରଙ୍ଗପୁରରୁ ୩୫୪, ଜଗତସିଂହପୁରରୁ ୩୨୧, ବରଗଡରୁ ୩୦୦, ବଲାଙ୍ଗୀରିରୁ ୨୯୭, ସମ୍ବଲପୁରରୁ ୨୯୨, କେନ୍ଦ୍ରାପଡାରୁ ୨୮୫, ନୟାଗଡରୁ ୨୫୩, କେନ୍ଦୁଝରରୁ ୨୧୬, କୋରାପୁଟରୁ ୨୧୪, ଝାରସୁଗୁଡାରୁ ୨୧୧, ରାୟଗଡାରୁ ୧୯୦, ଭଦ୍ରକରୁ ୧୭୭, ଗଞ୍ଜାମରୁ ୧୭୬, ସୋନପୁରରୁ ୧୫୮, ବୌଦ୍ଧରୁ ୧୨୪, ଢେଙ୍କାନାଳରୁ ୧୨୦, କନ୍ଧମାଳରୁ ୧୧୧, ମାଲକାନଗିରିରୁ ୧୦୮, ଗଜପତିରୁ ୧୦୧, ଦେବଗଡରୁ ୯୮, ନୂଆପଡାରୁ ୮୫ ଏବଂ ଷ୍ଟେଟ ପୁଲରୁ ୩୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୬ ଲକ୍ଷ ୭୦ ହଜାର ୫୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୫୬ ହଜାର ୬୮୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୩ ହଜାର ୩୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୭୧୯ କୁ ବୃଦ୍ଧି ହୋଇଛି।

ଅସୁସ୍ଥ ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.