Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ୨୮୦ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୩୧୦ ଆକ୍ରାନ୍ତ
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ୨୮୦ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୩୧୦ ଆକ୍ରାନ୍ତ

May 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ପୁଣି ହୁ ହୁ ହୋଇ ବଢିଲାଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଜିଲ୍ଲାରୁ ଆଜି ୨୮୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଆଜି ଜଗତସିଂହପୁର ବ୍ଲକରୁ ସର୍ବାଧିକ ୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୫୧ଜଣ, ଏରସମା ବ୍ଲକରୁ ୪୦ଜଣ, କୁଜଙ୍ଗ ବ୍ଲକରୁ ୩୦ଜଣ, ବିରିଡ଼ି ବ୍ଲକରୁ ୨୮ଜଣ, ରଘୁନାଥପୁର ବ୍ଲକରୁ ୨୩ଜଣ, ତିର୍ତ୍ତୋଲ ବ୍ଳକରୁ ୨୧ଜଣ, ନାଉଗାଁ ବ୍ଲକରୁ ୧୩ଜଣ, ପାରାଦ୍ଵୀପରୁ ୧୧ଜଣ ଓ ଜଗତସିଂହପୁର ମ୍ୟୁନିସିପାଲିଟିରୁ ୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୧୭୧୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦୯୧ ଜଣ ସୁସ୍ଥ ହୋଇଥିବା ବେଳେ ଜିଲ୍ଲାରୁ ସମୁଦାୟ ୪୪ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଜିଲ୍ଲାରୁ ଆଜି ୩୧୦ଜଣ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ଜିଲ୍ଲାରେ ୨୦୨୧ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ଆକ୍ରାନ୍ତ କରୋନା ପଜିଟିଭ୍ ଜଗତସିଂହପୁର ଜିଲ୍ଲା ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026
Latest News

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.