Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିରଂଜନ ସେଠୀ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ
ଆଜିର ଖବର

ନିରଂଜନ ସେଠୀ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ

May 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିରଂଜନ ସେଠୀ ହେଲେ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ

ଭୁବନେଶ୍ବର, ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଆଜି ବରିଷ୍ଠ ଅଧିକାରୀ ନିରଂଜନ ସେଠୀଙ୍କୁ ନିଯୁକ୍ତି ମିଳିଛି। ନିର୍ଦ୍ଦେଶକ ଥିବା ବରିଷ୍ଠ ଓଏଏସ ଅଧିକାରୀ କୃପାସିନ୍ଧୁ ମିଶ୍ର ଆଜି ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନିର୍ଦ୍ଦେଶକ (ବୈଷୟିକ) ଭାବେ କାର୍ଯ୍ୟ କରୁଥିବା ନିରଂଜନ ସେଠୀଙ୍କୁ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଛି।

ନିରଂଜନ ସେଠୀ ଓଡିଶା ସୂଚନା ସେବା ଅଧିକାରୀ ଭାବେ 32 ବର୍ଷର ଅଭିଜ୍ଞତା ରହିଛି। ସେ ବିଭିନ୍ନ ସମୟରେ ସରକାରଙ୍କ ସଫଳତାକୁ ଲୋକଲୋଚନକୁ ଆଣିବା ଦିଗରେ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ତାଙ୍କର କାର୍ଯ୍ୟକାଳ ମଧ୍ୟରେ ସୂଚନା ଓ ଲୋକସଂପର୍କ ବିଭାଗରେ ବେଶ କିଛି ପରିବର୍ତ୍ତନ ଘଟିଛି। ଆଜି କୃପାସିନ୍ଧୁ ମିଶ୍ରଙ୍କୁ କୋଭିଡ କଟକଣା ଭିତରେ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏଥିରେ ନିଜେ ନିରଂଜନ ସେଠୀଙ୍କ ସହିତ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମଙ୍ଗଳବାର ଦିନ ସେ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଗ୍ରହଣ କରିବେ।

ନିରଂଜନ ସେଠୀ ସୂଚନା ଓ ଲୋକ ସଂପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026
Latest News

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.