Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ: କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସତ ହେଉଥିଲେ
ଆଜିର ଖବର

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ: କୋଭିଡରେ ଆକ୍ରାନ୍ତ ହୋଇ ଚିକିତ୍ସତ ହେଉଥିଲେ

June 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ଆଜି ପରଲୋକ ହୋଇଯାଇଛି। କୋଭିଡରେ ଆକ୍ରାନ୍ତ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ବିଜୟଶ୍ରୀ ଚିକିତ୍ସିତ ହେଉଥିଲେ। କୋଭିଡ ପରବର୍ତ୍ତୀ ଜଟିଳତା ଯୋଗୁଁ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି। ୬୮ ବର୍ଷ ବୟସରେ ବିଜୟଶ୍ରୀଙ୍କ ପରଲୋକ ଘଟିଛି।

ବିଜୟଶ୍ରୀ ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ। ସେ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ୬ ଥର ବିଧାୟକ ଭାବେ ନିର୍ବାଚିତ ଥିଲେ। ହେଲେ ସେ 2019 ନିର୍ବାଚନରେ ପ୍ରତିଦ୍ବନ୍ଦିତା କରି ନ ଥିଲେ। ବିଜୟଶ୍ରୀ ନବୀନ ସରକାରରେ ଏକାଧିକ ମନ୍ତ୍ରୀ ପଦବୀରେ ରହି କାର୍ଯ୍ୟ କରିଛନ୍ତି।

କୋଭିଡରେ ଆକ୍ରାନ୍ତ ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ
Share. Facebook Twitter LinkedIn Email WhatsApp Copy Link

Related Posts

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026
Latest News

KKRକୁ ପରାସ୍ତ କରିବା ପରେ LSG ର ବଡ଼ ଲମ୍ଫ: ପଢନ୍ତୁ IPL ପଏଣ୍ଟ ଟେବୁଲର ସ୍ଥିତି

April 10, 2026

ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ : ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

April 10, 2026

ଆସନ୍ତା ୧୨ ସନ୍ଧ୍ୟା ୬:୩୦ରେ ପ୍ରଥମଥର ପାଇଁ ଟିଭିରେ ଦେଖିବେ ସୁପରହିଟ୍ ଫିଲ୍ମ ‘କୁହୁଡ଼ି’

April 10, 2026

ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ମିଳିବ କ୍ୟାସଲେସ୍ ଚିକିତ୍ସା

April 10, 2026

ରାଜ୍ୟରେ ପୁଣି ତେଜିଲା ମେଟ୍ରୋ ରାଜନୀତି

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.