Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୪୩୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ ହଜାର ୪୩୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

June 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦ ହଜାର ୪୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୫୬୬, କଟକରୁ ୮୮୫, ପୁରୀରୁ ୭୪୩, ବରଗଡରୁ ୬୪୫, ଢେଙ୍କାନାଳରୁ ୫୮୬, ବୌଦ୍ଧରୁ ୫୪୮, ଅନୁଗୁଳରୁ ୫୪୫, ସୁନ୍ଦରଗଡରୁ ୫୦୭, ବାଲେଶ୍ବରରୁ ୪୭୭, ମୟୂରଭଞ୍ଜରୁ ୪୧୧, ନବରଙ୍ଗପୁରରୁ ୩୭୫, ନୟାଗଡରୁ ୩୦୨, ସମ୍ବଲପୁରରୁ ୩୦୧, କଳାହାଣ୍ଡିରୁ ୨୫୬, ଯାଜପୁରରୁ ୨୩୬, କୋରାପୁଟରୁ ୨୨୧, ଝାରସୁଗୁଡାରୁ ୨୧୩, ଜଗତସିଂହପୁରରୁ ୧୯୦, ବଲାଙ୍ଗୀରିରୁ ୧୬୭, ଗଞ୍ଜାମରୁ ୧୫୦, ସୋନପୁରରୁ ୧୪୨, ଭଦ୍ରକରୁ ୧୪୧, ରାୟଗଡାରୁ ୧୨୪, ମାଲକାନାଗିରିରୁ ୧୧୧, କନ୍ଧମାଳରୁ ୧୦୮, ଗଜପତିରୁ ୮୯, ଦେବଗଡରୁ ୮୦, ନୂଆପଡାରୁ ୫୪, କେନ୍ଦୁଝରରୁ ୨୩, କେନ୍ଦ୍ରାପଡାରୁ ୨୨ ଏବଂ ଷ୍ଟେଟ ପୁଲରୁ ୨୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୧୩ ହଜାର ୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୦ ହଜାର ୯୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨ ହଜାର ୬୨୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୫ ହଜାର ୪୨୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ କୁ ବୃଦ୍ଧି ହୋଇଛି।

କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ସର୍ବାଧିକ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Latest News

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.