Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୮ ହଜାର ୮୩୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୮ ହଜାର ୮୩୯ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

June 4, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୭୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୯୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୧୩ ହଜାର ୫୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୨ ହଜାର ୬୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୮୭୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୭୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୬୨ ଜଣ, କଟକ ଜିଲ୍ଲାରୁ ୭୨୦, ଅନୁଗୁଳ ଜିଲ୍ଲାରୁ ୪୪୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୪୨୬ ଜଣ, ବରଗଡ ଜିଲ୍ଲାରୁ ୧୮୯ ଜଣ, ଭଦ୍ରକ ଜିଲ୍ଲାରୁ ୨୮୭, ବଲାଙ୍ଗୀରି ଜିଲ୍ଲାରୁ ୬୧, ବୌଦ୍ଧ ଜିଲ୍ଲାରୁ ୧୨୮, ଦେବଗଡ ଜିଲ୍ଲାରୁ ୭୨, ଢେଙ୍କାନାଳ ଜିଲ୍ଲାରୁ ୨୫୨ ଜଣ, ଗଜପତି ଜିଲ୍ଲାରୁ ୬୮ ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୫ ଜଣ, ଯାଜପୁର ଜିଲ୍ଲାରୁ ୩୮୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୭୧ ଜଣ, କଳାହାଣ୍ଡିରୁ ୧୬୭ ଜଣ, କନ୍ଧମାଳ ଜିଲ୍ଲାରୁ ୫୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୨୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬୬ ଜଣ, କୋରାପୁଟ ଜିଲ୍ଲାରୁ ୧୮୫ ଜଣ, ମାଲକାନାଗିରି ଜିଲ୍ଲାରୁ ୧୦୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪୪୨ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୯ ଜଣ, ନୟାଗଡ ଜିଲ୍ଲାରୁ ୨୧୯ ଜଣ, ନୂଆପଡା ଜିଲ୍ଲାରୁ ୪୮ ଜଣ, ପୁରୀ ଜିଲ୍ଲାରୁ ୩୩୩ ଜଣ, ରାୟଗଡା ଜିଲ୍ଲାରୁ ୩୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୧ ଜଣ, ସୋନପୁର ଜିଲ୍ଲାରୁ ୬୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୭୦ ଜଣ ଏବଂ ଷ୍ଟେଟ ପୁଲରୁ ୧୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.