Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୭ ହଜାର ୩୯୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭ ହଜାର ୩୯୫ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

June 5, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୩୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୨୨୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୨୪ ହଜାର ୪୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮ ହଜାର ୬୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୧୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୩୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୬୯ ଜଣ, କଟକ ଜିଲ୍ଲାରୁ ୮୬୮, ଅନୁଗୁଳ ଜିଲ୍ଲାରୁ ୪୪୩ ଜଣ, ବାଲେଶ୍ଵର ଜିଲ୍ଲାରୁ ୨୮୫ ଜଣ, ବରଗଡ ଜିଲ୍ଲାରୁ ୧୭୧ ଜଣ, ଭଦ୍ରକ ଜିଲ୍ଲାରୁ ୨୩୮, ବଲାଙ୍ଗୀରି ଜିଲ୍ଲାରୁ ୮୧, ବୌଦ୍ଧ ଜିଲ୍ଲାରୁ ୧୩୩, ଦେବଗଡ ଜିଲ୍ଲାରୁ ୫୭, ଢେଙ୍କାନାଳ ଜିଲ୍ଲାରୁ ୮୧ ଜଣ, ଗଜପତି ଜିଲ୍ଲାରୁ ୫୨ ଜଣ, ଗଞ୍ଜାମ ଜିଲ୍ଲାରୁ ୬୯ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୮ ଜଣ, ଯାଜପୁର ଜିଲ୍ଲାରୁ ୫୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୬୬ ଜଣ, କଳାହାଣ୍ଡିରୁ ୧୬୬ ଜଣ, କନ୍ଧମାଳ ଜିଲ୍ଲାରୁ ୭୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩୪୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୫୮ ଜଣ, କୋରାପୁଟ ଜିଲ୍ଲାରୁ ୧୬୧ ଜଣ, ମାଲକାନାଗିରି ଜିଲ୍ଲାରୁ ୧୧୦ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୮୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୬ ଜଣ, ନୟାଗଡ ଜିଲ୍ଲାରୁ ୨୪୩ ଜଣ, ନୂଆପଡା ଜିଲ୍ଲାରୁ ୨୨ ଜଣ, ପୁରୀ ଜିଲ୍ଲାରୁ ୩୫୬ ଜଣ, ରାୟଗଡା ଜିଲ୍ଲାରୁ ୧୨୫ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୭ ଜଣ, ସୋନପୁର ଜିଲ୍ଲାରୁ ୯୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୬୭ ଜଣ ଏବଂ ଷ୍ଟେଟ ପୁଲରୁ ୧୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା ଚିହ୍ନଟ ହେଲେ ସଂକ୍ରମିତ ସୂଚନା ଓ ଲୋକ ସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026

ବୈଭବଙ୍କ ପରେ ଟିମ୍ ଇଣ୍ଡିଆରେ ଡେବ୍ୟୁ କରିବେ ଏହି ଚାରି ଖେଳାଳି: ଜିମ୍ବାୱେ ସିରିଜରେ ମିଳିବ ସୁଯୋଗ

July 7, 2026
Latest News

ଆଇପିଏଲ ଭଳି ଲିଗ୍ ଆରମ୍ଭ କରିବ ଆଇସିସି!: ମାଷ୍ଟରପ୍ଲାନ୍ ପ୍ରସ୍ତୁତ କଲେ ଜୟ ଶାହ 

July 7, 2026

ଉତ୍ତର ଓଡ଼ିଶା ପାଇଁ ନୂତନ ଟ୍ରେନ୍ ସେବା ଘୋଷଣା

July 7, 2026

ଚାଷଜମିର କ୍ଷୟକ୍ଷତି ଆକଳନ କରି ଚବିଶ ଘଣ୍ଟା ନ ପୂରୁଣୁ କ୍ଷତିପୂରଣ ଦେବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

July 7, 2026

ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 7, 2026

ବୈଭବଙ୍କ ପରେ ଟିମ୍ ଇଣ୍ଡିଆରେ ଡେବ୍ୟୁ କରିବେ ଏହି ଚାରି ଖେଳାଳି: ଜିମ୍ବାୱେ ସିରିଜରେ ମିଳିବ ସୁଯୋଗ

July 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.