Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟୁଇଟରକୁ କେନ୍ଦ୍ର ଦେଲା ଅନ୍ତିମ ଚେତାବନୀ: ନୂଆ ନିୟମ ଲାଗୁ ନକଲେ, ପରିଣାମ ପାଇଁ ରୁହ ପ୍ରସ୍ତୁତ
ଆଜିର ଖବର

ଟୁଇଟରକୁ କେନ୍ଦ୍ର ଦେଲା ଅନ୍ତିମ ଚେତାବନୀ: ନୂଆ ନିୟମ ଲାଗୁ ନକଲେ, ପରିଣାମ ପାଇଁ ରୁହ ପ୍ରସ୍ତୁତ

June 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରବି ଶଙ୍କର ପ୍ରସାଦ
"ମୁଖ୍ୟମନ୍ତ୍ରୀ ପଦ ପାଇଁ କୌଣସି ନୂତନ ପଦବୀ ଖାଲି ନାହିଁ": ତେଜସ୍ୱୀଙ୍କୁ କଟାକ୍ଷ କଲେ ରବି ଶଙ୍କର ପ୍ରସାଦ

ନୂଆଦିଲ୍ଲୀ: ଟୁଇଟର ଏବଂ କେନ୍ଦ୍ର ସରକାର ମଧ୍ୟରେ ବିବାଦ କମିବାରେ ନାଁ ନେଉନାହିଁ। ନୂଆ ଡିଜିଟାଲ ନିୟମ ତୁରନ୍ତ ଲାଗୁ କରିବା ଲାଗି ଟୁଇଟରକୁ କେନ୍ଦ୍ର ସରକାର କହିଛି। ନଚେତ ଏହାର ପରିଣାମ ଭୋଗିବା ପାଇଁ ପ୍ରସ୍ତୁତ ରୁହ ବୋଲି ଟୁଇଟରକୁ କେନ୍ଦ୍ର ସରକାର ଚେତାବନୀ ଦେଇଛି।

ଉଲ୍ଲେଖ ଯୋଗ୍ୟ ଯେ, ଆଜି ଉପରାଷ୍ଟ୍ରପତି ଭେଙ୍କେୟା ନାୟଡୁଙ୍କ ବ୍ୟକ୍ତିଗତ ଆକାଉଣ୍ଟରୁ ଟୁଇଟର ବ୍ଲୁ ଟିକ୍ ହଟାଇଦେଇଥିଲା। କିଛି ସମୟ ପରେ ପୁନଶ୍ଚ ବ୍ଲୁ ଟିକ୍ କୁ ଫେରାଇଦେଇଥିଲା। କିନ୍ତୁ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତଙ୍କ ସମେତ ତିନି ଜଣ ବଡ ନେତାଙ୍କ ଆକାଉଣ୍ଟରୁ ଟୁଇଟର ବ୍ଲୁ ଟିକ୍ ହଟାଇଦେଇଛି। ଯାହାଫଳରେ କେନ୍ଦ୍ର ସରକାର ଏବଂ ଟୁଇଟର ମଧ୍ୟରେ ବିବାଦ ବଢି ଯାଇଛି।

ତେବେ ଏହାକୁ ନେଇ କେନ୍ଦ୍ର ସରକାର ଚେତାବନୀ ଦେବା ପରେ ସଂଘ ନେତାମାନଙ୍କର ବ୍ଲୁ ଟିକ୍ କୁ ଟୁଇଟର ପୁନଶ୍ଚ ଫେରାଇଦେଇଛି।

କେନ୍ଦ୍ର ସରକାର ଟୁଇଟର ନୂଆ ନିୟମ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026
Latest News

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026

30 Years of Nifty50: ଏନଏସଇ ପକ୍ଷରୁ ନିଫ୍ଟି ୫୦ର ୩୦ ବର୍ଷ ପୂର୍ତି ପାଳନ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.