Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ ହଜାର ୬୧୬ ଆକ୍ରାନ୍ତ: ଅନୁଗୁଳରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ ହଜାର ୬୧୬ ଆକ୍ରାନ୍ତ: ଅନୁଗୁଳରୁ ସର୍ବାଧିକ

June 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭ ହଜାର ୬୧୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଅନୁଗୁଳରୁ  ୯୬୬, ଖୋର୍ଦ୍ଧାରୁ ୭୪୭, ସୁନ୍ଦରଗଡରୁ ୭୨୧, ବାଲେଶ୍ବରରୁ ୫୦୮, ଯାଜପୁରରୁ ୪୦୬, ବରଗଡରୁ ୪୦୦, କଟକରୁ ୩୯୭, ନବରଙ୍ଗପୁରରୁ ୩୨୭, ସମ୍ବଲପୁରରୁ ୩୧୭, ବୌଦ୍ଧରୁ ୨୫୦, କଳାହାଣ୍ଡିରୁ ୨୩୮, କୋରାପୁଟରୁ ୨୨୨, ଭଦ୍ରକରୁ ୨୦୪, ଜଗତସିଂହପୁରରୁ ୨୦୩, ରାୟଗଡାରୁ ୧୬୧, ସୋନପୁରରୁ ୧୬୦, ଗଞ୍ଜାମରୁ ୧୫୫, ଢେଙ୍କାନାଳରୁ ୧୪୨, ନୟାଗଡରୁ ୧୩୬, ବଲାଙ୍ଗୀରିରୁ ୧୨୭, ମାଲକାନାଗିରିରୁ ୧୧୧, ପୁରୀରୁ ୧୧୦, କନ୍ଧମାଳରୁ ୯୯, କେନ୍ଦ୍ରାପଡାରୁ ୭୫, ଗଜପତିରୁ ୭୧, ନୂଆପଡାରୁ ୭୦, ଝାରସୁଗୁଡାରୁ ୬୩, ଦେବଗଡରୁ ୫୫, କେନ୍ଦୁଝରରୁ ୫୨, ମୟୂରଭଞ୍ଜରୁ ୨୧ ଏବଂ ଷ୍ଟେଟ ପୁଲରୁ ୧୦୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୩୨ ହଜାର ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୬ ହଜାର ୯୪ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୧ ହଜାର ୭୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୨ କୁ ବୃଦ୍ଧି ହୋଇଛି।

ଓଡିଶା କରୋନା ଆକ୍ରାନ୍ତ ପଜିଟିଭ ଚିହ୍ନଟ ସକ୍ରିୟ ଆକ୍ରାନ୍ତ ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026
Latest News

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.