Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର 22ଟି ଜିଲ୍ଲାରେ 18-44 ବର୍ଷ ପ୍ରଥମ ଡୋଜ ଟିକା ଆରମ୍ଭ କରିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
ଆଜିର ଖବର

ଓଡିଶାର 22ଟି ଜିଲ୍ଲାରେ 18-44 ବର୍ଷ ପ୍ରଥମ ଡୋଜ ଟିକା ଆରମ୍ଭ କରିବାକୁ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

June 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
Cervical Cancer Vaccination Drive for girls to begin
Cervical Cancer Vaccination Drive for girls to begin
ଭୁବନେଶ୍ବର, ଏହି ମାସରେ 22ଟି ଜିଲ୍ଲାରେ ଟିକାକରଣ ଆରମ୍ଭ କରିବାକୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମାହାପାତ୍ର ଚିଠି ଲେଖିଛନ୍ତି। ସେ କହିଛନ୍ତି ଯେ, 22 ଜିଲ୍ଲାରେ 18 ରୁ 44 ବର୍ଷ ମଧ୍ୟରେ ସମସ୍ତଙ୍କୁ ପ୍ରଥମ ଡୋଜ ଟିକାକରଣ ଆରମ୍ଭ କରନ୍ତୁ। ଜିଲ୍ଲାର ସମସ୍ତ ଏନଏସି, ମ୍ୟୁନିସପାଲିଟ ଅଞ୍ଚଳରେ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ଓଡିଶାକୁ ତିନୋଟି ପର୍ଯ୍ୟାୟରେ  6 ଲକ୍ଷ 45 ହଜାର 790 ଡୋଜ ଟିକା ଆସିଛି। ଏହି ଟିକା କେବଳ ପ୍ରଥମ ଡୋଜ ଭାବେ ଦିଆଯିବ ବୋଲି ନିଷ୍ପତି କରାଯାଇଛି।
vaccine ସ୍ବାସ୍ଥ୍ୟ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026
Latest News

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.