Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ଚିହ୍ନଟ ହେଲେ ୭ ହଜାର ୨ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭ ହଜାର ୨ ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

June 6, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୭ ହଜାର ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୯୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୩୦୮୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୩ ହଜାର ୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୭ ଲକ୍ଷ ୩୨ ହଜାର ୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮ ହଜାର ୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୯୫୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୩୦ ଟି ଜିଲ୍ଲାରୁ ୭ ହଜାର ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୧୬୭ ଜଣ, କଟକ ଜିଲ୍ଲାରୁ ୭୭୧, ଅନୁଗୁଳ ଜିଲ୍ଲାରୁ ୩୮୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୩୩୧ ଜଣ, ବରଗଡ ଜିଲ୍ଲାରୁ ୧୧୭ ଜଣ, ଭଦ୍ରକ ଜିଲ୍ଲାରୁ ୨୬୭, ବଲାଙ୍ଗୀରି ଜିଲ୍ଲାରୁ ୮୯, ବୌଦ୍ଧ ଜିଲ୍ଲାରୁ ୧୩୪, ଦେବଗଡ ଜିଲ୍ଲାରୁ ୬୪, ଢେଙ୍କାନାଳ ଜିଲ୍ଲାରୁ ୧୦୬ ଜଣ, ଗଜପତି ଜିଲ୍ଲାରୁ ୪୮ ଜଣ, ଗଞ୍ଜାମ ଜିଲ୍ଲାରୁ ୭୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ ଜଣ, ଯାଜପୁର ଜିଲ୍ଲାରୁ ୪୮୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୯୭ ଜଣ, କଳାହାଣ୍ଡିରୁ ୧୦୩ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୮୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୪୮ ଜଣ, କୋରାପୁଟ ଜିଲ୍ଲାରୁ ୧୫୮ ଜଣ, ମାଲକାନାଗିରି ଜିଲ୍ଲାରୁ ୯୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୭୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୮ ଜଣ, ନୟାଗଡ ଜିଲ୍ଲାରୁ ୧୯୬ ଜଣ, ନୂଆପଡା ଜିଲ୍ଲାରୁ ୨୮ ଜଣ, ପୁରୀ ଜିଲ୍ଲାରୁ ୩୦୬ ଜଣ, ରାୟଗଡା ଜିଲ୍ଲାରୁ ୨୨୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ ଜଣ, ସୋନପୁର ଜିଲ୍ଲାରୁ ୫୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୪୩ ଜଣ ଏବଂ ଷ୍ଟେଟ ପୁଲରୁ ୨୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କରୋନା ଆକ୍ରାନ୍ତ ସଂକ୍ରମିତ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.