Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦନ୍ତେଓ୍ଵାଡାରେ ନକ୍ସଲ ଆକ୍ରମଣ , ବିଧାୟକ ମୃତ, ୫ ଯବାନ ସହିଦ
ଆଜିର ଖବର

ଦନ୍ତେଓ୍ଵାଡାରେ ନକ୍ସଲ ଆକ୍ରମଣ , ବିଧାୟକ ମୃତ, ୫ ଯବାନ ସହିଦ

April 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
dantewada naxal attack
dantewada naxal attack

ପ୍ରଥମ ପର୍ଯ୍ୟାୟ ମତଦାନର ଦୁଇ ଦିନ ପୂର୍ବରୁ ଛତିଶଗଡ଼ରେ ହୋଇଛି ବଡ଼ ଧରଣର ମାଓ ଆକ୍ରମଣ ହୋଇଛି। ଛତିଶଗଡ଼ର ନକ୍ସଲ ପ୍ରଭାବିତ ଦାନ୍ତେଓ୍ଵାଡାରେ ବିଜେପି ବିଧାୟକଙ୍କ ଗାଡି ଉପରେ ହୋଇଛି ମାଓ ହମଲା। ଏହି ଆକ୍ରମଣରେ ବିଜେପି ବିଧାୟକ ଭୀମା ମାଣ୍ଡଭିଙ୍କ ମୃତ୍ୟୁ ଘଟିବା ସହିତ ତାଙ୍କ ପିଏସ୍‌ଓ ଓ ୫ଜଣ ଯବାନ ସହିଦ  ହୋଇଛନ୍ତି। ଦନ୍ତେଓ୍ଵାଡା ଛତିଶଗଡ଼ର ବସ୍ତର ଲୋକସଭା କ୍ଷେତ୍ରରେ ରହିଛି। ଏପ୍ରିଲ୍‌ ୧୧ ତାରିଖରେ ଏଠାରେ ମତଦାନ ହେବାକୁ ରହିଛି। ଦନ୍ତେଓ୍ଵାଡାର ନକୁଲନାର ନିକଟରେ ବିଧାୟକ ଭୀମା ମାଣ୍ଡଭିଙ୍କ ଗାଡି ଉପରକୁ ନକ୍ସଲ ଏହି ଆକ୍ରମଣ କରିଛନ୍ତି। ଲ୍ୟାଣ୍ଡ ମାଇନ ବିସ୍ଫୋରଣ କରି ପୋଲିସ ଭ୍ୟାନକୁ ଉଡ଼ାଇ ଦେଇଛନ୍ତି ନକ୍ସଲ। ଆକ୍ରମଣ ପରେ ଘଟଣାସ୍ଥଳ ତଥା ଆଖପାଖ ଅଞ୍ଚଳକୁ ସିଜ୍ କରି ଦିଆଯାଇଛି। ଏହା ସହିତ ଆକ୍ରମଣକାରୀଙ୍କ ସନ୍ଧାନରେ ଯବାନଙ୍କ ଦ୍ଵାରା ସର୍ଚ୍ଚ ଅପରେସନ ମଧ୍ୟ ଆରମ୍ଭ ଦ୍ରୁତଗତିରେ କରାଯାଇଛି।

 

dantewada thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026
Latest News

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.