Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ମୋ ପରିବାର ର ସଫଳତା, ମହାମାରୀ ବେଳେ ସଂଗ୍ରହ ହେଲା ୧ ଲକ୍ଷ ୟୁନିଟ୍ ରକ୍ତ
ଆଜିର ଖବର

ଓଡିଶା ମୋ ପରିବାର ର ସଫଳତା, ମହାମାରୀ ବେଳେ ସଂଗ୍ରହ ହେଲା ୧ ଲକ୍ଷ ୟୁନିଟ୍ ରକ୍ତ

June 6, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ମୋ ପରିବାର ର ସଫଳତା, ମହାମାରୀ ବେଳେ ସଂଗ୍ରହ ହେଲା ୧ ଲକ୍ଷ ୟୁନିଟ୍ ରକ୍ତ

ଭୁବନେଶ୍ୱର, କୋଭିଡ୍ ମହାମାରୀ ସମୟରେ ରକ୍ତଦାନ କ୍ଷେତ୍ରରେ ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁକୁ ଉଲ୍ଲେଖନୀୟକ ସଫଳତା ମିଳିଛି । ୧୦ ମାସରେ ୧ ଲକ୍ଷରୁ ଅଧିକ ୟୁନିଟ୍ ରକ୍ତ ସଂଗ୍ରହ କରି ଓଡ଼ିଶା ମୋ ପରିବାର ମାଇଲଖୁଣ୍ଟ ସ୍ଥାପନ କରିଛି।

ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇବା ସହ ଏହି ମହତ କାର୍ଯ୍ୟକୁ ସଫଳ କରିବା ଦିଗରେ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିବା ସମସ୍ତ ସଦସ୍ୟ, ରକ୍ତଦାତା, ସ୍ୱେଚ୍ଛାସେବୀ ଏବଂ ବ୍ଲଡ ବ୍ୟାଙ୍କ କର୍ମଚାରୀ ଓ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।ଏହି ଅବସରରେ ଭୁବନେଶ୍ୱରସ୍ଥିତ ଓଡ଼ିଶା-ମୋ ପରିବାର ରାଜ୍ୟ କାର୍ଯ୍ୟାଳୟରେ ଏକ କୃତଜ୍ଞତା ଜ୍ଞାପନ ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ଅବସରରେ ନିୟମିତ ରକ୍ତଦାନ କରିଥିବା 5 ଜଣ ଯୁବକଙ୍କୁ ଓଡ଼ିଶା-ମୋ ପରିବାର ତରଫରୁ ପ୍ରତିକାତ୍ମକ ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରଦତ୍ତ ପ୍ରଶଂସାପତ୍ର ପ୍ରଦାନ କରାଯାଇଥିଲା । ସେମାନେ ହେଲେ ସର୍ବଶ୍ରୀ ରଂଜିତ କୁମାର ଦାସ, ଅନିଲ କୁମାର ମହାନ୍ତି, ସଚିନ କୁମାର ଦାସ, ରାଜେଶ ପାଣି, ସୁମିତ କୁମାର ରାଣା ।

Odisha Mo Paribar ଓଡିଶା ମୋ ପରିବାର
Share. Facebook Twitter LinkedIn Email WhatsApp Copy Link

Related Posts

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.