ଭୁବନେଶ୍ବର, କୋଭିଡ ସଂକ୍ରମିତଙ୍କ ଚିକିତ୍ସା ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଘରେ ଅକ୍ସିଜେନ କନସେନଟ୍ରେଟର ପହଞ୍ଚାଇବା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର, ବ୍ରହ୍ମପୁର, କଟକ, ରାଉରକେଲା ଏବଂ ସମ୍ବଲପୁର ୫ଟି ସହରରେ ଏହି ସେବାର ଶୁଭାରମ୍ଭ ହୋଇଛି। ରାଜ୍ୟ କୋଭିଡ ଡାସବୋର୍ଡ https://statedashboard.odisha.gov.in ଏବଂ https://o2booking.sachetakapp.in ଲିଙ୍କରେ ଅକ୍ସିଜେନ କନସେନଟ୍ରେଟର ଅନଲାଇନ ବୁକିଙ୍ଗ ସୁବିଧା ଉପଲବ୍ଧ କରାଯାଇଛି। ରାଜ୍ୟ ସରକାରଙ୍କ ଏହି ପଦକ୍ଷେପ ଲୋକଙ୍କ ଅମୂଲ୍ୟ ଜୀବନ ରକ୍ଷା କରିବାରେ ମହତ୍ଵପୂର୍ଣ୍ଣ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ନବୀନ ପଟ୍ଟନାୟକ
ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀAugust 25, 2025
ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭAugust 25, 2025