Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»BREAKING NEWS: ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

BREAKING NEWS: ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
BREAKING NEWS: ସହରାଞ୍ଚଳର ଉଠାଦୋକାନୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, କୋଭିଡ ଲହର ଜନଜୀବନକୁ ଗଭୀର ଭାବରେ ପ୍ରଭାବିତ କରିଛି। ଜୀବନଜୀବିକା ଉପରେ ଏହାର ପ୍ରଭାବ ସର୍ବାଧିକ। ସଂକ୍ରମଣ ନିୟନ୍ତ୍ରଣ ପାଇଁ କରାଯାଇଥିବା ଲକଡାଉନ ଯୋଗୁ ସହରାଞ୍ଚଳର ଉଠାଦୋକାନୀଙ୍କ ମାନେ ଆର୍ଥିକ ଦୃଷ୍ଟିରୁ କ୍ଷତିଗ୍ରସ୍ତ ହେଉଛନ୍ତି।

ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀଙ୍କ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୬ କୋଟି ୨୯ ଲକ୍ଷ ୭୧ ହଜାର ଟଙ୍କା ମଂଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର ୮୭ ହଜାର ୬୫୭ ଜଣ ଉଠାଦୋକାନୀ ଉପକୃତ ହେବେ ।

ଉଠା ଦୋକାନୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହରାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026

ପୁଣି ବ୍ରହ୍ମପୁରରେ ଯୁବକଙ୍କୁ ଛୁରାମାଡ

June 1, 2026

ମହଙ୍ଗା ମାଡ଼!: ୫ ଟଙ୍କା ବୃଦ୍ଧି ହେଲା କ୍ଷୀର ଦର

June 1, 2026

ଏକ ନୂତନ ଦଳ ଗଠନ କରିବେ କି କେ. ଅନ୍ନାମଲାଇ?: ଉତ୍ତର ଦେଲେ ବିଜେପି ସାଂସଦ

June 1, 2026
Latest News

କବିସୂର୍ଯ୍ୟନଗର ଥାର୍ଡ ଡିଗ୍ରୀ ମାମଲା : ୩ ପୁଲିସ କର୍ମଚାରୀ ନିଲମ୍ବିତ

June 1, 2026

ପୁଣି ବ୍ରହ୍ମପୁରରେ ଯୁବକଙ୍କୁ ଛୁରାମାଡ

June 1, 2026

ମହଙ୍ଗା ମାଡ଼!: ୫ ଟଙ୍କା ବୃଦ୍ଧି ହେଲା କ୍ଷୀର ଦର

June 1, 2026

ଏକ ନୂତନ ଦଳ ଗଠନ କରିବେ କି କେ. ଅନ୍ନାମଲାଇ?: ଉତ୍ତର ଦେଲେ ବିଜେପି ସାଂସଦ

June 1, 2026

ଭାରତର ସାମୁଦ୍ରିକ ଖାଦ୍ୟ ରପ୍ତାନିରେ ନୂଆ ରେକର୍ଡ: ୮.୪୬ ବିଲିୟନ୍ ଡଲାର ଆୟ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.