Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭିଜିଲାନସ ନିର୍ଦ୍ଦେଶକ ଦେବାଶୀଷ ପାଣିଗ୍ରାହୀ ଗୁରୁତର, ଏୟାରଲିଫ୍ଟରେ ନିଆଗଲା କୋଲକାତା
ଆଜିର ଖବର

ଭିଜିଲାନସ ନିର୍ଦ୍ଦେଶକ ଦେବାଶୀଷ ପାଣିଗ୍ରାହୀ ଗୁରୁତର, ଏୟାରଲିଫ୍ଟରେ ନିଆଗଲା କୋଲକାତା

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭିଜିଲାନସ ନିର୍ଦ୍ଦେଶକ ଦେବାଶୀଷ ପାଣିଗ୍ରାହୀ ଗୁରୁତର, ଏୟାରଲିଫ୍ଟରେ ନିଆଗଲା କୋଲକାତା

କଟକ, ଭିଜିଲାନସ ନିର୍ଦ୍ଦେଶକ ଦେବାଶୀଷ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର ହେବାରେ ଲାଗିଛି। ଫଳରେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ଆଜି ଏୟାରଲିଫ୍ଟରେ କୋଲକାତା ନିଆଯାଇଛି। ସେ ଗତ 29 ତାରିଖରେ କରୋନା ଆକ୍ରାନ୍ତ ହୋଇ କଟକସ୍ଥିତ ଅଶ୍ବନୀ ହସପିଟାଲରେ ଭର୍ତ୍ତି ହୋଇଥିଲେ।

ହେଲେ ଗତ କିଛିଦିନ ତଳେ ସେ ଗୁରୁତର ହୋଇପଡିଥିଲେ। ଫଳରେ ଗତକାଲି ତାଙ୍କୁ ଏୟାରଲିଫ୍ଟରେ କୋଲକାତା ନେବାର ଥିଲା। ହେଲେ ତାହା ସମ୍ଭବ ହୋଇପାରି ନ ଥିଲା। ଆଜି ମଧ୍ୟାହ୍ନରେ ତାଙ୍କୁ ଏକ ସ୍ବତନ୍ତ୍ର ଆମ୍ବୁଲାନସରେ କଟକ ଅଶ୍ବନୀ ହସପିଟାଲରୁ ଏୟାରପୋର୍ଟ ନିଆଯାଇଥିଲା। ସେଥିପାଇଁ ପୋଲିସ ତରଫରୁ ରାସ୍ତା ସାରା ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।

airlift odishavigilance କରୋନା ଆକ୍ରାନ୍ତ ଦେବାଶୀଷ ପାଣିଗ୍ରାହୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026
Latest News

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.