Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଫ୍‌ ୩୫-ଏ ବିମାନ ପ୍ରଶାନ୍ତ ମହାସାଗରରେ ଧ୍ବଂସ : ପାଇଲଟ୍‌ ନିଖୋଜ
ଆଜିର ଖବର

ଏଫ୍‌ ୩୫-ଏ ବିମାନ ପ୍ରଶାନ୍ତ ମହାସାଗରରେ ଧ୍ବଂସ : ପାଇଲଟ୍‌ ନିଖୋଜ

April 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
f35a fighter jet crashed in japan
f35a fighter jet crashed in japan

ଜାପାନ୍‌ର ଏକ ଏଫ୍‌ ୩୫-ଏ ଲଢୁଆ ଯୁଦ୍ଧ ବିମାନ ଅଭ୍ୟାସ ସମୟରେ ପ୍ରଶାନ୍ତ ମହାସାଗରରେ ନିଖୋଜ ହୋଇଛି। ବିମାନଟିର ଧ୍ବଂସାବଶେଷ ପ୍ରଶାନ୍ତ ମହାସାଗରରୁ ମିଳିଥିବା ବେଳେ ପାଇଲଟ୍‌ଙ୍କର କୌଣସି ସୂଚନା ମିଳିପାରିନାହିଁ। ଜାପାନର ପ୍ରତିରକ୍ଷା ମନ୍ତ୍ରୀ ଟାକେଶୀ ଇଓ୍ବାୟା ଏହି ଖବରକୁ ସ୍ପଷ୍ଟ କରିଛନ୍ତି। ଜାପାନ୍‌ର ମିସ୍‌ଓ୍ବା ଏୟାର ବେସ୍‌ରୁ ୧୩୫ କିମି ଦୂର ଆଓମୋରି ନିକଟରୁ ମଙ୍ଗମଳବାର ରାତ୍ରରେ ବିମାନର ଧ୍ବଂସାବଶେଷ ମିଳିଥିବା ବେଳେ ପାଇଲଟ୍‌ଙ୍କ ସନ୍ଧାନ ବର୍ତ୍ତମାନ ପର୍ଯ୍ୟନ୍ତ ଜାରି ରହିଛି। ଏହି ଯୁଦ୍ଧ ଅଭ୍ୟାସରେ ଅନ୍ୟ ତିନୋଟି ବିମାନ ଅଂଶଗ୍ରହଣ କରିଥିଲେ। ବିମାନଟି ଧ୍ବଂସ ହେବା ପରେ ତୁରନ୍ତ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରାଯାଇଥିଲା। ମାର୍ଚ୍ଚ ୨୬ ତାରିଖରେ ୧୩ଟି ଏଫ୍‌ ୩୫- ଏ ବିମାନ ଜାପାନ ବିମାନ ବାହିନୀରେ ଯୋଗ ଦେଇଥିଲା। ଜାପାନ ଭବିଷ୍ୟତରେ ୧୪୭ଟି ଏଫ୍‌ ୩୫ ବିମାନ ନିର୍ମାଣ କରିବାର ଯୋଜନା ରଖିଥିବା ବେଳେ ତନ୍ମଧ୍ୟରୁ ୧୦୫ଟି ଏଫ୍‌ ୩୫- ଏ ରହିଛି।

crash japan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.