Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୮୩୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ ହଜାର ୮୩୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

June 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮ ହଜାର ୮୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୦୯୫, କଟକରୁ ୯୫୬, ସୁନ୍ଦରଗଡରୁ ୫୯୦, ଯାଜପୁରରୁ ୪୯୯, ଅନୁଗୁଳରୁ ୪୯୦, ଭଦ୍ରକରୁ ୪୬୨, ମୟୂରଭଞ୍ଜରୁ ୪୫୩, ପୁରୀରୁ ୪୦୫, କେନ୍ଦ୍ରାପଡାରୁ ୩୮୪, ବୌଦ୍ଧରୁ ୩୧୦, କଳାହାଣ୍ଡିରୁ ୩୧୦, ବରଗଡରୁ ୨୭୬, ନୟାଗଡରୁ ୨୭୩, ଜଗତସିଂହପୁରରୁ ୨୪୨, କୋରାପୁଟରୁ ୨୦୬, ନବରଙ୍ଗପୁରରୁ ୧୯୭, କେନ୍ଦୁଝରରୁ ୧୯୬, ସୋନପୁରରୁ ୧୪୦, ସମ୍ବଲପୁରରୁ ୧୨୬, ବଲାଙ୍ଗୀରିରୁ ୧୧୮, ଝାରସୁଗୁଡାରୁ ୧୦୮, ଗଞ୍ଜାମରୁ ୧୦୫, ମାଲକାନାଗିରିରୁ ୧୦୪, ବାଲେଶ୍ବରରୁ ୧୦୧, ଢେଙ୍କାନାଳାରୁ ୯୦,ଗଜପତିରୁ ୮୬, କନ୍ଧମାଳରୁ ୮୬, ରାୟଗଡାରୁ ୮୫, ଦେବଗଡରୁ ୬୪, ନୂଆପଡାରୁ ୫୨ ଏବଂ ଷ୍ଟେଟ ପୁଲରୁ ୨୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୭ ଲକ୍ଷ ୫୬ ହଜାର ୬୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୨୫ ହଜାର ୧୧୦ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୫ ହଜାର ୩୩୬ ଜଣ।

କରୋନା ଆକ୍ରାନ୍ତ ଖୋର୍ଦ୍ଧା ସୁସ୍ଥ ହେଲେ
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.