Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୨ ହାଜର ୫୯୬ ଆକ୍ରାନ୍ତ
ଆଜିର ଖବର

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୨ ହାଜର ୫୯୬ ଆକ୍ରାନ୍ତ

June 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୨ ହଜାର ୫୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୨୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୦ ଲକ୍ଷ ୮୯ ହଜାର ୬୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୩ ହଜାର ୫୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୫ ଲକ୍ଷ ୪ ହଜାର ୧୨୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୨ ଲକ୍ଷ ୩୧ ହଜାର ୪୧୫ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.